Author: jagratbharat

ଦେଶର ୧୫ ଆଞ୍ଚଳିକ ବ୍ୟାଙ୍କର ହେବ ମିଶ୍ରଣ

ଭୂବନେଶ୍ବର: ଦେଶର ୧୫ ଟି ଆଞ୍ଚଳିକ ବ୍ୟାଙ୍କର ମିଶ୍ରଣ କରାଯିବ । କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କ (ଆରଆରବି)ର ମିଶ୍ରଣର ଚତୁର୍ଥ ପର୍ଯ୍ୟାୟ ଆରମ୍ଭ କରିଛି । ଏହି ମିଶ୍ରଣ ପ୍ରକ୍ରିୟାରେ କେନ୍ଦ୍ର ସରକାର ‘ଏକ ରାଜ୍ୟ ଏକ…

ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଖୁବ୍ ଶୀଘ୍ର ଆରମ୍ଭ ହେବ ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’

ଭୂବନେଶ୍ୱର: ରାଜ୍ୟ ଅଣଗେଜେଟେଡ ପ୍ରାଣୀ ଚିକିତ୍ସା ବୈଷୟିକ କର୍ମଚାରୀ ସଂଘର ୨୩ତମ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଆମର ଅଧିକାଂଶ ଚାଷୀ କ୍ଷୁଦ୍ର, ମଧ୍ୟମ ଅଥବା ଭୂମିହୀନ…

କନ୍ଧମାଳ ଆମ୍ବ ଟାକୁଆ ‘ଅପମୃତ୍ୟୁ’ ଘଟଣା: ଦକ୍ଷିଣାଞ୍ଚଳ ଆରଡିସିଙ୍କ ତଦନ୍ତ ଆରମ୍ଭ

ଭୂବନେଶ୍ବର: କନ୍ଧମାଳ ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କା ଗ୍ରାମର ଗ୍ରାମବାସୀଙ୍କ ଅପମୃତ୍ୟୁ ଓ ଚିକିତ୍ସା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆରଡିସି ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେବା ପରେ ଦକ୍ଷିଣାଂଚଳ ରାଜସ୍ୱ କମିଶନର (ଆରଡିସି) ରୂପା ରୋଶନ ସାହୁ ବୁଧବାର କନ୍ଧମାଳ…

ଖୁବ୍‌ ଶୀଘ୍ର କାର୍ଯ୍ୟକାରୀ ହେବ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’

ଭୂବନେଶ୍ୱର: ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରାଯିବ । ଏହି ଯୋଜନା ଅନୁଯାୟୀ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ । ସମୁଦାୟ ୬ ହଜାର…

୨୦୨୪-୨୫ରେ ଭାରତୀୟ ଖାଦ୍ୟ ନିଗମରେ ୧୦,୭୦୦ କୋଟି ଟଙ୍କାର ଇକ୍ୱିଟି ନିବେଶକୁ କ୍ୟାବିନେଟ୍ ଅନୁମୋଦନ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଇଏ) ୨୦୨୪-୨୫ ଆର୍ଥିକ ବର୍ଷରେ ଭାରତୀୟ ଖାଦ୍ୟ ନିଗମ (ଏଫସିଆଇ)ରେ କାର୍ଯ୍ୟଶୀଳ ପୁଞ୍ଜି ନିମନ୍ତେ ୧୦,୭୦୦ କୋଟି ଟଙ୍କାର ଇକ୍ୱିଟି ନିବେଶକୁ ଅନୁମୋଦନ କରିଛି। କୃଷି…

ପିଏମ୍ ବିଦ୍ୟାଲକ୍ଷ୍ମୀ ଯୋଜନାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି

ଦେଶର ୮୬୦ ଉଚ୍ଚ ଶିକ୍ଷାନୁଷ୍ଠାନରେ ପଢୁଥିବା ଛାତ୍ରଛାତ୍ରୀଙ୍କୁ ମିଳିବ ଋଣ, ପ୍ରତିବର୍ଷ ଉପକୃତ ହେବେ ୨୨ ଲକ୍ଷରୁ ଅଧିକ ବିଦ୍ୟାର୍ଥୀ – ଧର୍ମେନ୍ଦ୍ର ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ମୋଟ ୩,୬୦୦ କୋଟି ଟଙ୍କା…

ଭଗବାନ ବିର୍ସା ମୁଣ୍ଡା ଜନ୍ମ ଜୟନ୍ତୀ ଅବସରରେ ଶୁଭାରମ୍ଭ ହେବ ଧର୍ତ୍ତୀ ଆଵା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନ

ଭଗବାନ ବିର୍ସା ମୁଣ୍ଡା ଜନ୍ମ ଜୟନ୍ତୀ ଅବସରରେ ଶୁଭାରମ୍ଭ ହେବ ଧର୍ତ୍ତୀ ଆଵା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନ ରାୟଗଡ:-ତା. ୬/୧୧-ପ୍ରଧାନମନ୍ତ୍ରୀ ଜନମନ ପରିଯୋଜନାର ଅଗ୍ରଗତିର ସମୀକ୍ଷା ଏବଂ ଧର୍ତ୍ତି ଆବା-ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଆନ୍ (DA-JGUA) ଅଧୀନରେ ଆଗାମୀ ମେଗା…

ଆମେରିକାର ନୂତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ୱାଶିଂଟନ, ୦୬/୧୧: ରିପବ୍ଲିକାନ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଦ୍ୱିତୀୟ ଥର ପାଇଁ ହ୍ୱାଇଟ୍ ହାଉସକୁ ଫେରିବାକୁ ଯାଉଛନ୍ତି ଏବଂ ଆମେରିକା ନିର୍ବାଚନରେ ତାଙ୍କ ଡେମୋକ୍ରାଟିକ୍ ପ୍ରତିଦ୍ୱନ୍ଦ୍ୱୀ କମଳା ହାରିସଙ୍କୁ ପଛରେ ପକାଇ ନିର୍ବାଚନ ଜିତିଛନ୍ତି ଏବଂ ଆମେରିକାର ୪୭ତମ…

ଭିଜିଲାନ୍ସ ଜାଲରେ ଇଡକୋ ଜୁନିଅର ମ୍ୟାନେଜର

ଭିଜିଲାନ୍ସ ଜାଲରେ ଇଡକୋ ଜୁନିଅର ମ୍ୟାନେଜର ଭୁବନେଶ୍ବର, ୦୬/୧୧:ଭିଜିଲାନ୍ସ ଜାଲରେ ଇଡକୋ ଜୁନିଅର ମ୍ୟାନେଜର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଇଡକୋ ଜୁନିଅର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ବାସଭବନ ଉପରେ ସମେତ ଖୋର୍ଦ୍ଧା ଓ ପୁରୀର ୬ଟି ସ୍ଥାନରେ…

ଜିଲ୍ଲା ସ୍ତରୀୟ ପ୍ରକୃତି ମିତ୍ର ଓ ପ୍ରକୃତି ବନ୍ଧୁ ପୁରସ୍କାର ଉତ୍ସବ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ପ୍ରକୃତି ମିତ୍ର ଓ ପ୍ରକୃତି ବନ୍ଧୁ ପୁରସ୍କାର ଉତ୍ସବ ଅନୁଷ୍ଠିତ ଜଗତସିଂହପୁର ତା =6/11/24ଜଗତସିଂହପୁର ସ୍ଥାନୀୟ ଆଦିକବି ସାରଳା ଦାସ ସଂସ୍କୃତି ଭବନ ଠାରେ ଜିଲ୍ଲାସ୍ତରୀୟ ପ୍ରକୃତି ମିତ୍ର ଓ ପ୍ରକୃତି ବନ୍ଧୁ ପୁରସ୍କାର ୨୦୨୩-୨୪ ଉତ୍ସବ ତଥା…