ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଶପଥ ପାଠ କରାଇଲେ ମାନ୍ୟବର ମୁଖ୍ୟମନ୍ତ୍ରୀ
ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଶପଥ ପାଠ କରାଇଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ରାୟଗଡ:-ତା.୨୮/୧୦- ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୪ ପାଳନ ଅବସରରେ ଆଜି ତା ୨୮/୧୦/୨୦୨୪ରିଖ ପୂର୍ବାହ୍ନ ୧୧ ଘଟିକା ସମୟରେ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟରେ…
