ବାଟାଗୁଡ଼ା ସେବାଶ୍ରମ ହଷ୍ଟେଲରେ ଚିକିତ୍ସାରେ ଅବହେଳା ଯୋଗୁଁ ଛାତ୍ରର ମୃତ୍ୟୁ :ଉଚ୍ଚ କର୍ତ୍ତୃପକ୍ଷଙ୍କ ତଦନ୍ତ ପାଇଁ ଦାବୀ
ବାଟାଗୁଡ଼ା ସେବାଶ୍ରମ ହଷ୍ଟେଲରେ ଚିକିତ୍ସାରେ ଅବହେଳା ଯୋଗୁଁ ଛାତ୍ରର ମୃତ୍ୟୁ :ଉଚ୍ଚ କର୍ତ୍ତୃପକ୍ଷଙ୍କ ତଦନ୍ତ ପାଇଁ ଦାବୀ ବାଲିଗୁଡ଼ା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡା ଠାରେ ଥିବା ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ…
