ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନସ ଜରିଆରେ ଝାରସୁଗୁଡା ଓ ଲାଇକେରାରେ ଦୁଇଟି ଅତ୍ୟାଧୁନିକ ଡାଇଗ୍ନୋଷ୍ଟିକ ସେଣ୍ଟର ଉଦ୍ଘାଟନ କରିଛନ୍ତି
ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନସ ଜରିଆରେ ଝାରସୁଗୁଡା ଓ ଲାଇକେରାରେ ଦୁଇଟି ଅତ୍ୟାଧୁନିକ ଡାଇଗ୍ନୋଷ୍ଟିକ ସେଣ୍ଟର ଉଦ୍ଘାଟନ କରିଛନ୍ତି। କରପୋରେଟ୍ ସଂସ୍ଥା ବେଦାନ୍ତ ସଂସ୍ଥା ସହଯୋଗରେ ଏହି ଦୁଇଟି କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ଏହା ଝାରସୁଗୁଡା…
