ଗୋଛାପଡା ଅଞ୍ଚଳରେ ଲାଗିଲା ମାଓ ବ୍ୟାନର : ଶହୀଦ ସପ୍ତାହ ପାଳନ ପାଇଁ ଆହ୍ବାନ
ଗୋଛାପଡା ଅଞ୍ଚଳରେ ଲାଗିଲା ମାଓ ବ୍ୟାନର : ଶହୀଦ ସପ୍ତାହ ପାଳନ ପାଇଁ ଆହ୍ବାନ କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଗୋଛାପଡା ଥାନା ଅଞ୍ଚଳରେ ମାଓବାଦୀ ମାନେ ବ୍ୟାନର ଲଗାଇ ପୁଣି ଥରେ ନିଜର ଉପସ୍ଥିତି ଜାହିର…
