ବାଖରାବାଦ ଅତିରିକ୍ତ ଶ୍ରେଣୀ ଗୃହ ର ଶିଳାନ୍ୟାସ କଲେ ଜ଼ିଲ୍ଲା ଯୋଜନା ବୋର୍ଡ ଅଧକ୍ଷ୍ୟ
ଜଗତସିଂହପୁର,ତା =12/12/23 – ଜଗତସିଂହପୁର ଜ଼ିଲ୍ଲା ବାଲିକୁଦା ବ୍ଲକ ଅନ୍ତର୍ଗତ ବାଖରାବାଦ ସରକାରୀ ପ୍ରାଥମିକ ବିଦ୍ୟାଳୟ ର ଅତିରିକ୍ତ ନୂତନ ଶ୍ରେଣୀ ଗୃହ ନିର୍ମାଣ ର ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ବାଲିକୁଦା ବ୍ଲକ ଶିକ୍ଷା ଅଧିକାରୀ ବାଇଧର ତ୍ରିପାଠୀ…
