ପୋଖରୀରୁ ଜଣେ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ସନ୍ଦେହ
ପୋଖରୀରୁ ଜଣେ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ସନ୍ଦେହ। କେନ୍ଦୁଝର ଜିଲ୍ଲାର ଖଣିଜ କ୍ଷେତ୍ର ଯୋଡା ଖଣି ମଣ୍ଡଳ ଅନ୍ତର୍ଗତ ବର୍ପଦା ଗ୍ରାମରୁ ଏକ ପୋଖରୀରୁ ଜଣେ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର କରିଛି ରୁଗୁଢି ପୋଲିସ୍। ସୂଚନା ଅନୁଯାୟୀ…
