ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦଘାଟିତ
ଅମ୍ବାଭୋନା -୦୪/୧୨/୨୦୨୩- ମହାତ୍ମା ଗାନ୍ଧୀ ଜୁନିଅର ମହାବିଦ୍ୟାଳୟ ଭୁକ୍ତା ଠାରେ ଯୁବା ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଜିଲ୍ଲା ପରିଷଦ ସଭ୍ୟା ନୀଲକୁମାରୀ ନାୟକ ଙ୍କ କରକମଳରେ ଉଦଘାଟିତ ହୋଇଯାଇଛି।ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀ ଧ୍ରୁବ ଚରଣ ସା ଙ୍କ ସଭାପତିତ୍ୱ…
