ଶିକ୍ଷକ ଗୌରବ ବନମାଳି ବ୍ରହ୍ମଚାରୀଙ୍କ 34 ତମ ଶ୍ରାଦ୍ଧ ବାର୍ଷିକୀ ପାଳନ
ଶିକ୍ଷକ ଗୌରବ ବନମାଳି ବ୍ରହ୍ମଚାରୀଙ୍କ 34 ତମ ଶ୍ରାଦ୍ଧ ବାର୍ଷିକୀ ପାଳନ ଭୁବନେଶ୍ୱର, ଆଜି ସ୍ଥାନୀୟ ରେଡ଼କ୍ରସ ଭବନ ସମ୍ମିଳନୀ କକ୍ଷରେ ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଅବସରପ୍ରାପ୍ତ ଶିକ୍ଷକ ମଞ୍ଚ ପକ୍ଷରୁ ଶିକ୍ଷକ ଗୌରବ ବନମାଳୀ ବ୍ରହ୍ମଚାରୀଙ୍କ 34ତମ ଶ୍ରାଦ୍ଧ…
