ଢେଙ୍କାନାଳରେ ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଢେଙ୍କାନାଳରେ ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ଢେଙ୍କାନାଳ ତା ୨୬.୦୫.୨୦୨୩ ରିଖ – ଢେଙ୍କାନାଳରେ ରଥଯାତ୍ରା ପାଳନ ନିମନ୍ତେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟ।ଳୟ ସଦଭାବନା ସଭା ଗୃହରେ ଏକ ପ୍ରସ୍ତୁତି ବୈଠକ…
