ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ
ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ସଜନା ଛୁଇଁ ତୋଳୁଥିବାବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମହିଳା ମୃତ୍ୟୁ ବରଣ କରିଛନ୍ତି।ମୃତକ ମହିଳା ହେଲେ କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ୮ ନମ୍ବର ୱାର୍ଡ଼ ଯୋଡ଼ାବସ୍ତିର ଗୌରୀ ନାଏକ।ଆଜି…
