ମୈଥିଲୀ ଠାକୁର ଅଲୀନଗରରୁ ପ୍ରାର୍ଥୀ
ବିହାର ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ତା’ର ଦ୍ବିତୀୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ୧୨ଜଣ ପ୍ରାର୍ଥୀଙ୍କ ନାମ ରହିଛି। ୧୨ଜଣଙ୍କ ମଧ୍ୟରେ ରହିଛନ୍ତି ବିଜେପିରେ ଯୋଗ ଦେଇଥିବା ମୈଥିଲୀ ଠାକୁର। ତାଙ୍କୁ ଅଲୀନଗରରୁ ପ୍ରାର୍ଥୀ…
ବିହାର ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ତା’ର ଦ୍ବିତୀୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ୧୨ଜଣ ପ୍ରାର୍ଥୀଙ୍କ ନାମ ରହିଛି। ୧୨ଜଣଙ୍କ ମଧ୍ୟରେ ରହିଛନ୍ତି ବିଜେପିରେ ଯୋଗ ଦେଇଥିବା ମୈଥିଲୀ ଠାକୁର। ତାଙ୍କୁ ଅଲୀନଗରରୁ ପ୍ରାର୍ଥୀ…
ବିହାରର ଗୟା ଜିଲ୍ଲାର ଲାଙ୍ଗୁରିଆ ପାହାଡ଼ ଜଳପ୍ରପାତରେ ହଠାତ୍ ପାଣି ଭିତରେ ଖସିପଡ଼ି ଏକ ଭୟାବହ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି ୬ ମହିଳା। ସୌଭାଗ୍ୟବଶତଃ ସେମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ରବିବାର ଘଟିଥିବା ଏହି ଘଟଣାର ଭିଡିଓ କ୍ୟାମେରାରେ କଏଦ ହୋଇଥିଲା…
ଭୂବନେଶ୍ୱର: ବେଆଇନ୍ ବନ୍ଧୁକ ରାକେଟ ମାମଲାର ମାଷ୍ଟରମାଇଣ୍ଡ ଗିରଫ। ବିହାର ମୁଙ୍ଗେରରୁ ଧରାପଡ଼ିଲା ମାଷ୍ଟରମାଇଣ୍ଡ ମହମ୍ମଦ ଅସଲମ୍। ମହମ୍ମଦ ଅସଲମ୍କୁ ଧରିଲା କ୍ରାଇମବ୍ରାଞ୍ଚ ଏସଟିଏଫ ଟିମ୍। ମହମ୍ମଦ ଅସଲମ୍ ନାଁରେ ବିହାର ଓ ପଶ୍ଚିମବଙ୍ଗରେ ବି ମାମଲା ରହିଛି। ତେବେ ଅସଲମକୁ…
ସ୍ଥାନୀୟ ଅଞ୍ଚଳବାସୀ ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଦାବି ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ନରେନ୍ଦ୍ରପୁରସ୍ଥିତ ଟାଟା ଷ୍ଟିଲ୍ ମେରାମଣ୍ଡଳୀ କମ୍ପାନୀରେ ମଙ୍ଗଳବାର ବଡ଼ଧରଣର ଦୁର୍ଘଟଣା ଘଟିଛି। ଅପରାହ୍ନ ପ୍ରାୟ ୧ଟାରେ କାରଖାନାର ବ୍ଲାଷ୍ଟ ଫର୍ନେଶ ଷ୍ଟିମ୍ ଲାଇନ୍ ଫାଟି ଉତ୍ତପ୍ତ ବାଷ୍ପ…
୧୬୦୦ରୁ ଅଧିକ ଚାରା ରୋପଣ। ପାରିପାଶ୍ୱିର୍କ ଅଂଚଳର ୫୦୦ରୁ ଅଧିକ ସ୍କୁଲ ଛାତ୍ରଛାତ୍ରୀଙ୍କ ଚିତ୍ରାଙ୍କନ ପ୍ରତିଯୋଗିତାରେ ଅଂଶଗ୍ରହଣ : ଜାତିସଂଘ ପକ୍ଷରୁ ଘୋଷଣା କରାଯାଇଥିବା ବିଷୟ ‘ -ବିଟ୍ ଦି ପ୍ଲାଷ୍ଟିକ୍ ’ ଅନୁସାରେ ଟାଟା ଷ୍ଟିଲ୍ ମେରାମଣ୍ଡଳୀ ( ଟିଏସ୍ଏମ୍…
ଶ୍ରମ ଏବଂ ରାଜ୍ୟ କର୍ମଚାରୀ ବୀମା ବିଭାଗ ତରଫରୁ ଏହାର କଡାକଡି ନିରୀକ୍ଷଣ କରାଯିବ । ଖୋଲାପକାରୀ ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନମାନଙ୍କୁ ୭ ଦିନିଆ ନୋଟିସ ଦିଆଯିବ । > ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଶ୍ରମ ଅଧିକାରୀ…
ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦିଗଦର୍ଶନରେ କାର୍ଯ୍ୟକ୍ରମ ଆୟୋଜନ ଓଡ଼ିଶାର ରାଜଧାନୀ ଭୁବନେଶ୍ୱର ଠାରେ ଉତ୍କଳ ଦିବସରୁ ଏପ୍ରିଲ ୨୯ ତାରିଖ ପର୍ଯ୍ୟନ୍ତ ପ୍ରାୟ ମାସ ବ୍ୟାପୀ ଜି- ୨୦ ସମ୍ବନ୍ଧୀୟ କାର୍ଯ୍ୟକ୍ରମ ଆୟୋଜନ କରାଯିବ…
ନରେନ୍ଦ୍ରପୁର ୨୭ ମାର୍ଚ୍ଚ ୨୦୨୩ ଟାଟା ଷ୍ଟିଲ ମେରାମଣ୍ଡଳି (ଟି ଏସ୍ ଏମ୍) ଏହାର ଉଲ୍ଲେଖନୀୟ ସୁରକ୍ଷା ବ୍ୟବସ୍ଥା ପାଇଁ ଜଏଂଟ କମିଟି ଅନ ଅଫ ସେପ୍ଟି ହେଲଥ ଆଣ୍ଡ ଏନଭରମେଣ୍ଟ ଇନ୍ ଷ୍ଟିଲ୍ इंडस्ट्री ଠାରୁ ସମ୍ମାନ ଜନକ ଇସ୍ପାତ…
ରାଜ୍ୟର ୧୦ଟି ଜିଲ୍ଲାରେ ଭର୍ଚୁଆଲ ହାଇକୋର୍ଟ ଉଦ୍ଘାଟିତ କଟକ : ରାଜ୍ୟର ୧୦ଟି ଜିଲ୍ଲାରେ ଭର୍ଚୁଆଲ ହାଇକୋର୍ଟ ଉଦ୍ଘାଟିତ ହୋଇଛି । ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡି. ୱ।ଇ ଚନ୍ଦ୍ରଚୂଡ ଭର୍ଚୁଆଲ ହାଇକୋର୍ଟକୁ ଉଦଘାଟନ କରିଛନ୍ତି। ସମ୍ବଲପୁର, ଗଞ୍ଜାମ ଜିଲ୍ଲାର…
ରାଜ୍ୟରେ ସାଇବର ଅପରାଧ ରୋକିବାକୁ ସରକାରୀ ସ୍ତରରେ ଯାରି ପ୍ରୟାସକୁ ଆହୁରି ବ୍ୟାପକ କରାଯିବ । ଦୈନିକ ଆର୍ଥିକ ଏବଂ ମହିଳା ଓ ଶିଶୁମାନଙ୍କ ଉପରେ ଯୌନଜନିତ ସାଇବର ଅପରାଧ ବୃଦ୍ଧି ପାଉଥିବାରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି । ଏଥି…