ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଥଇଥାନ ଓ ପାରିପାର୍ଶ୍ଵିକ ଉନ୍ନୟନ ପରାମର୍ଶଦାତା କମିଟି (ଆର୍.ପି.ଡି.ଏ.ସି.) ବୈଠକ: ବିସ୍ଥାପିତଙ୍କୁ ଉଚିତ୍ କ୍ଷତିପୂରଣ, ସ୍ଥାୟୀ ନିଯୁକ୍ତି ଓ ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ଵ
ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଥଇଥାନ ଓ ପାରିପାର୍ଶ୍ଵିକ ଉନ୍ନୟନ ପରାମର୍ଶଦାତା କମିଟି (ଆର୍.ପି.ଡି.ଏ.ସି.) ବୈଠକ: ବିସ୍ଥାପିତଙ୍କୁ ଉଚିତ୍ କ୍ଷତିପୂରଣ, ସ୍ଥାୟୀ ନିଯୁକ୍ତି ଓ ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ଵ। ଅନୁଗୋଳ, ତା. ୦୮.୧୦: ଜିଲ୍ଲାର ପ୍ରମୁଖ କମ୍ପାନୀ କେ.ପି.ସି.ଏଲ୍.…
