ବଅଁରପାଳ ବ୍ଲକ ଆନୁକୂଲ୍ୟରେ ଭୀମଭୋଇ ଭିନ୍ନକ୍ଷମ ଶିବିର ଅନୁଷ୍ଠିତ
ବଅଁରପାଳ ବ୍ଲକ ଆନୁକୂଲ୍ୟରେ ଭୀମଭୋଇ ଭିନ୍ନକ୍ଷମ ଶିବିର ଅନୁଷ୍ଠିତ ଜେ ବି ଏନ, ୧୨/୦୩/୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ବଅଁରପାଳ : ଅନୁଗୋଳ ଜିଲ୍ଲା ବଅଁରପାଳସ୍ଥିତ ପାଞ୍ଚଗଡ଼ ବିଜୟ କୁମାର ହାଇସ୍କୁଲ ପରିସରରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ…
