ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି
*ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି* ଅନୁଗୋଳ, ୧୧.୦୫:- ଜିଲ୍ଲା କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୨୮ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୨୩ଟି…
