ହିଙ୍ଗୁଳା ପାଠାଗାର ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ
ହିଙ୍ଗୁଳା ପାଠାଗାର ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମତାଳଚେର, ୨୫/୦୭ ତାଳଚେର ବ୍ଲକ କଳମଛୁଇଁ ଗ୍ରାମସ୍ଥିତ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମା ହିଙ୍ଗୁଳା ପାଠାଗାର ପକ୍ଷରୁ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ବାରସିଂହା ଗ୍ରାମସ୍ଥିତ ଶ୍ରୀ ଅଭିରାମ ପରମହଂସ ଆଶ୍ରମ ପରିସରରେ ଅନୁଷ୍ଠିତ ହୋଇଯାଇଛି ।…
