ବଅଁରପାଳ ପଞ୍ଚ ଶ୍ରୀକ୍ଷେତ୍ର ଠାରେ ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା ପଵିତ୍ର ରଥଯାତ୍ରା
ବଅଁରପାଳ ପଞ୍ଚ ଶ୍ରୀକ୍ଷେତ୍ର ଠାରେ ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା ପଵିତ୍ର ରଥଯାତ୍ରା ଅନୁଗୋଳ/ବଅଁରପାଳ – ଗୁରୁବାର ବଅଁରପାଳ ପଞ୍ଚଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ମହୋତ୍ସବ ମହା ଆଡ଼ମ୍ବରରେ ସମ୍ପନ୍ନ ହୋଇଛି। ପ୍ରଭାତରୁ ମନ୍ଦିରରେ ଶ୍ରୀଜୀଉମାନଙ୍କ ମଙ୍ଗଳ ଆଳତି, ସ୍ନାନ, ବେଶ,…
