କଳମଛୁଇଁ ଶିଶୁମନ୍ଦିରରେ ଅନ୍ତର୍ଜାତୀୟ ଯୋଗ ଦିବସ
କଳମଛୁଇଁ ଶିଶୁମନ୍ଦିରରେ ଅନ୍ତର୍ଜାତୀୟ ଯୋଗ ଦିବସ ତାଳଚେର, ୨୧/୦୬ ତାଳଚେର ବ୍ଲକ କଳମଛୁଇଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନାଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଯୋଗଶିବିରରେ ଅତିଥି ଭାବରେ…
