ନାଟ୍ୟଶ୍ରୀ ଆର୍ତ୍ତବନ୍ଧୁ ରାଉତରାୟ ଜନ୍ମ ଶତବାର୍ଷିକୀ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ.ଅନୁଷ୍ଠିତ
(ନାଟ୍ୟଶ୍ରୀ ଆର୍ତ୍ତବନ୍ଧୁ ରାଉତରାୟ ଜନ୍ମ ଶତବାର୍ଷିକୀ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ.ଅନୁଷ୍ଠିତ ) .. ଜଗତସିଂହପୁର :ତା =21/3/23 ଜଗତସିଂହପୁର ଜିଲ୍ଲାର ଖ୍ୟାତନାମା ଯାତ୍ରା ଅଭିନେତା ତଥା ନିର୍ଦ୍ଦେଶକ ନାଟ୍ୟଶ୍ରୀ ଆର୍ତ୍ତବନ୍ଧୁ ରାଉତରାୟଙ୍କ ଜନ୍ମ ଶତବାର୍ଷିକୀ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…
