ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରେ ଯୋଗ୍ୟ ହିତାଧିକାରୀଙ୍କୁ ତାଲିକାରୁ ବାଦ କରାଯାଇଥିବା ଓ ତାଲିକାରେ ସାମିଲ କରାଯିବ ନିମନ୍ତେ ବ୍ଲକ୍ରେ ଅଭିଯୋଗ କରିଛନ୍ତି ଯୋଗ୍ୟ ହିତାଧିକାରୀ
ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ରେ ବିଭିନ୍ନ ଗ୍ରାମ ପଞ୍ଚାୟତ ରୁ ମହିଳା ପୁରୁଷ ମାନେ ଆଜି ଆସି ସରକାର ଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲଥିବା ଲିଷ୍ଟ କୁ ବିରୋଧ କରି ବ୍ଲକ୍ ଅଧୀକାରିଣୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।…
