ଢେଙ୍କାନାଳ: କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିରରେ ଆଜି ରକ୍ଷା ବନ୍ଧନ ଓ ବଳରାମ ଙ୍କ ଜନ୍ମ ନୀତି ପାଳନ
ଢେଙ୍କାନାଳ: କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିରରେ ଆଜି ରକ୍ଷା ବନ୍ଧନ ଓ ବଳରାମ ଙ୍କ ଜନ୍ମ ନୀତି ପାଳନ କରାଯାଇଛି। ପ୍ରାତଃ ସମୟ ରୁ ମଙ୍ଗଳ ଆଳତି ମହାସ୍ନାନ, ନୂତନ ବସ୍ତ୍ର, ତୁଳସୀ ହାର ଓ ଫୁଲହାର,…
