Category: ନୂଆଦିଲ୍ଲୀ

କାହାର ହେବ ଦିଲ୍ଲୀ ସିଂହାସନ, ପ୍ରାରମ୍ଭିକ ଗଣତିରେ ମ୍ୟାଜିକ ଫିଗର୍ ଛୁଇଁଲା ବିଜେପି

ନୂଆଦିଲ୍ଲୀ: କାହା ଦଖଲକୁ ଯିବ ଦିଲ୍ଲୀ କ୍ଷମତା? କିଏ ସମ୍ଭଳିବ ଦିଲ୍ଲୀ ରାଜଗାଦୀ । ରେକର୍ଡ ବଜାୟ ରଖିବ କି ଆପ୍? ନା କ୍ଷମତା କୁ ଆସିବ ବିଜେପି? ଆରମ୍ଭ ହୋଇଛି ଦିଲ୍ଲୀ ଭୋଟ୍ ଗଣତି । ପ୍ରଥମେ ଖୋଲିଛି ପୋଷ୍ଟାଲ…

ପ୍ରାଣୀ ଉଦ୍ୟାନରେ ବିକ୍ରି ହେଉଛି ବାଘ ମୂତ୍ର !

ନୂଆଦିଲ୍ଲୀ: ଯଦି ଆପଣ ଅସୁସ୍ଥ ହୁଅନ୍ତି , ତେବେ ଆପଣ ଡାକ୍ତରଙ୍କ ପାଖକୁ ଯିବେ ଓ ଡାକ୍ତର ଲେଖିଥିବା ଔଷଧ ଖାଇବେ । କିନ୍ତୁ ଚାଇନାରେ ଅଜବ ଔଷଧ ଏବେ ଚର୍ଚ୍ଚାରେ, ତାହା ହେଲା ବାଘର ପରିସ୍ରା! ହଁ, ବାଘ ପରିସ୍ରାକୁ…

ପୁଣି ସରକାରକୁ ଫେରିବ ଆପ ? ଆସିଲା ନୂଆ ଏକଜିଟ ପୋଲ

ନୂଆଦିଲ୍ଲୀ: ଦିନକ ପରେ ଆସିବ ଦିଲ୍ଲୀ ରେଜଲ୍ଟ । କଣ ହେବ ଏଥର ଦିଲ୍ଲୀରେ, ତାକୁ ନେଇ ଏବେ ଚାଲିଛି ଚର୍ଚ୍ଚା ! ତେବେ ଏକ୍‌ଜିଟ୍‌ ପୋଲ୍‌ରେ ବିଜେପି ଜିତୁଥିବାବେଳେ ହାରିଛୁ ଆମ ଆଦ୍‌ମୀ ପାର୍ଟି । କୁହାଯାଉଛି କି ୨୭…

ଆସନ୍ତା ୧୦ରେ ପୁଣି ‘ପରୀକ୍ଷା ପେ ଚର୍ଚ୍ଚା’ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିବା ପାଇଁ ବହୁଚର୍ଚ୍ଚିତ କାର୍ଯ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ରେ ପୁଣିଥରେ ସାମିଲ ହେବାକୁ ଯାଉଛନ୍ତି । ବହୁ ପ୍ରତୀକ୍ଷିତ ପରୀକ୍ଷା ପେ ଚର୍ଚ୍ଚା ୨୦୨୫ (ପିପିସି ୨୦୨୫) ଫେବୃଆରୀ ୧୦, ୨୦୨୫…

ଦ୍ୱିତୀୟ ବିବାହରେ ଛାଡପତ୍ର ହେଲେ ମଧ୍ୟ ମିଳିବ ଭରଣ ପୋଷଣ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଦ୍ୱିତୀୟ ବିବାହରେ ଛାଡପତ୍ର ହେଲେ ଭରଣପୋଷଣ ଖର୍ଚ୍ଚ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ ପ୍ରଦାନ କରିଛନ୍ତି । ଆଜି ତେଲଙ୍ଗାନାର ଏକ ମାମଲାରେ ରାୟ ଦେବା ସମୟରେ କୋର୍ଟ କହିଛନ୍ତି ଯେ, ଯଦି ଦ୍ୱିତୀୟ ବିବାହରେ ମଧ୍ୟ ଛାଡପତ୍ର ହୁଏ,…

ଦିଲ୍ଲୀ ନିର୍ବାଚନ: ଆଜି ପ୍ରଚାରର ଶେଷ ଦିନ, ୫ରେ ଭୋଟଗ୍ରହଣ

ନୂଆଦିଲ୍ଲୀ: ଆଜି ପ୍ରଚାରର ଶେଷ ଦିନ । ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର। ଆଜି ସନ୍ଧ୍ୟା ୫ଟାରେ ସରିଯିବ ନିର୍ବାଚନ ପ୍ରଚାର । ଶେଷ ଦିନ ହୋଇଥିବାରୁ ସବୁ ରାଜନୈତିକ ଦଳ ନିଜର ହଭିୱେଟ ନେତାଙ୍କୁ ମୈଦାନକୁ…

ରାଷ୍ଟ୍ରପତିଙ୍କୁ ‘ବିଚାରୀ’ ଓ ତାଙ୍କ ଅଭିଭାଷଣକୁ ‘ବୋରିଂ’ କହି ବିବାଦରେ ସୋନିଆ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉଦ୍ଦେଶ୍ୟରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ଅସୌଜନ୍ୟମୂଳକ ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହୋଇଛି। ସଂସଦର ବଜେଟ୍ ଅଧିବେଶନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ‘ବୋରିଂ’ କହିବା ସହ ‘ବିଚାରୀ’ ବୋଲି ମନ୍ତବ୍ୟ ଦେବାପରେ ବିବାଦ ଆରମ୍ଭ ହୋଇଛି।…

ସଚିନ ତେନ୍ଦୁଲକରଙ୍କୁ ମିଳିବ ଲାଇଫ ଟାଇମ ଆଚିଭମେଣ୍ଟ ଆୱାର୍ଡ

ନୂଆଦିଲ୍ଲୀ: ଭାରତର ପୂର୍ବତନ ଅଧିନାୟକ ତଥା କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ଲାଇଫ ଟାଇମ ଆଚିଭମେଣ୍ଟ ପୁରସ୍କାରରେ ସମ୍ମାନିତ କରାଯିବ। ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିଜର ବାର୍ଷିକ ସମାରୋହରେ ଏହି ଆୱାର୍ଡ ପ୍ରଦାନ କରିବ। ତେବେ ସଚିନ ଅନ୍ତର୍ଜାତୀୟ…

ଇତିହାସରେ ପ୍ରଥମ; ରାଷ୍ଟ୍ରପତି ଭବନରେ ହେବ ୨ ସିଆରପିଏଫଙ୍କ ବିବାହ

ନୂଆଦିଲ୍ଲୀ: ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଭବନରେ ବିବାହର ଧ୍ବନି ପ୍ରତିଧ୍ୱନିତ ହେବାକୁ ଯାଉଛି। ମଧ୍ୟପ୍ରଦେଶର ଶିବପୁରୀର ବାସିନ୍ଦା ପୁନମ ଗୁପ୍ତା ରାଷ୍ଟ୍ରପତି ଭବନରେ ବିବାହ କରିବାକୁ ଯାଉଛନ୍ତି। ସୂଚନା ଅନୁଯାୟୀ, ପୁନମ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ)ର ଜଣେ…

ଜେପିସିରୁ ନିଲମ୍ବିତ ହେଲେ ୧୦ ସାଂସଦ

ନଆଦିଲ୍ଲୀ: ଆଜି ସଂସଦ ପରିସରରେ ୱାକଫ ସଂଶୋଧନ ବିଲ୍, ୨୦୨୪ ଉପରେ ମିଳିତ ସଂସଦୀୟ କମିଟି (ଜେପିସି)ର ଏକ ବୈଠକ ବସିଥିବା ବେଳେ ଏଥିରେ ହଙ୍ଗାମା କରିଥିଲେ ବିରୋଧୀ ସାଂସଦ । ଯେଉଁଥିରେ ଅଧ୍ୟକ୍ଷ ଅତିଷ୍ଟ ହୋଇ ପରିଶେଷରେ ବିରୋଧୀ ଦଳର…

You missed