ନୂଆପଡ଼ା ଉପନିର୍ବାଚନ: ନାମାଙ୍କନ ଭରିଲେ BJD ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ
ଆପଡା ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗୀନୀ ଛୁରିଆ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏହାପୂର୍ବରୁ ସେ ମାଆ ଦୂର୍ଗାଙ୍କର ଦର୍ଶନ କରିଥିଲେ । ଏକ ବିରାଟ ପଟୁଆରରେ ପ୍ରାର୍ଥୀପତ୍ର ଦାଖଲ ପାଇଁ ଯାଇଥିଲେ । ଏହି ସମୟରେ ବିଜେଡିର…
