Category: ନୂଆପଡା

ନୂଆପଡାବାସୀଙ୍କୁ ୧୧୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ନୂଆପଡା ଜିଲ୍ଲାରେ ୧୧୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏନେଇ ସେ ‘ଏକ୍ସ’ରେ ଏକ ପୋଷ୍ଟ ମଧ୍ୟ କରିଛନ୍ତି। ‘ଆଜି ମୁଁ ନୂଆପଡ଼ା ଜିଲ୍ଲା ପାଇଁ ମୋଟ୍…

କଂଗ୍ରେସ ଜିତିବ ନୂଆପଡ଼ା ଉନିର୍ବାଚନରେ – ଜୟଦେବ

ନୂଆପଡା: ନୂଆପଡା ଉପନିର୍ବାଚନକୁ ନେଇ ରାଜନୀତି ବେଶ ସରଗରମ ରହିଛି । ଏଠାରେ ବିଜେଡି ବାଜିମାତ କରିବ ବୋଲି ଦୃଢୋକ୍ତି ବାଢୁଥିବା ବେଳେ କଂଗ୍ରେସ ବି ଜିତିବ ବୋଲି କହିଛି । ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା ଉପନିର୍ବାଚନକୁ ନେଇ…

ନୂଆପଡା ଉପନିର୍ବାଚନରେ ଜିତିବ ବିଜେଡି – ପ୍ରମିଳା

ନୂଆପଡା: ନୂଆପଡା ଉପନିର୍ବାଚନରେ ଜିତିବ ବିଜେଡି । ଏନେଇ ଦମ୍ଭୋକ୍ତି ଦେଖାଇଛନ୍ତି ବିଜେଡି ବିଧାୟିକା ତଥା ଦଳର ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ । ଉପନିର୍ବାଚନକୁ ନେଇ ପ୍ରମିଳା କହିଛନ୍ତି ଯେ ନୂଆପଡା ନିର୍ବାଚନମଣ୍ଡଳୀ ବିଜେଡିର ଥିଲା ଓ ରହିବ ।…

ଘାସିରାମ ମାଝୀ ହେଲେ ନୂଆପଡ଼ା କଂଗ୍ରେସ ପ୍ରାର୍ଥୀ

ନିର୍ବାଚନ ବିଗୁଲ ପରେ ଏବେ ନୂଆପଡ଼ାରେ ବଢିଛି ରାଜନୈତିକ ଉଷ୍ମତା । ଘାସିରାମ ମାଝୀଙ୍କ ନାଁରେ ମୋହର ମାରିଛନ୍ତି ପିସିସି ସଭାପତି ଭକ୍ତ ଦାସ। ଏବେ କେବଳ ବିଧିବଦ୍ଧ ନାଁ ଘୋଷଣାକୁ ଅପେକ୍ଷା। ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଏକ ପ୍ରକାର…

କଣ୍ଟାବାଞ୍ଜିରୁ ୫୫ ଦାଦନ ଶ୍ରମିକ ଉଦ୍ଧାର

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିରୁ ୫୫ ଦାଦନ ଶ୍ରମିକ ଉଦ୍ଧାର ହୋଇଥିବା ସୂଚନା। ସୁଚନା ମୂତବକ ରାତି ଅଧିଆ ଚଢାଉ କରି ବଲାଙ୍ଗିର ପୋଲିସ ଉଦ୍ଧାର କରିଛି। କଣ୍ଟାବାଞ୍ଜି ସହରର ୱାର୍ଡ ନମ୍ବର ୮ର ଏକ ଘର ଭିତରୁ ଉଦ୍ଧାର କରାଯାଇଛି।…

ବିହାର ବିଧାନସଭା ନିର୍ବାଚନ ସମୟରେ ହେବ ନୂଆପଡ଼ା ଉପନିର୍ବାଚନ

ବିହାର ବିଧାନସଭା ନିର୍ବାଚନ ସମୟରେ ହେବ ନୂଆପଡ଼ା ଉପନିର୍ବାଚନ । ନୂଆପଡ଼ା ଉପନିର୍ବାଚନ ବିଷୟରେ ନିର୍ବାଚନ କମିଶନଙ୍କ ସୂଚନା । ବିହାର ବିଧାନସଭା ସହ ୭ଟି ରାଜ୍ୟର ୮ଟି ବିଧାନସଭା ଆସନରେ ଉପନିର୍ବାଚନ । ୭ ରାଜ୍ୟରେ ହେବାକୁ ଥିବା ଉପନିର୍ବାଚନ…

ଏସ୍‌ସିଓ ମିଳିତ ବିବୃତିରେ ସ୍ବାକ୍ଷର କଲାନି ଭାରତ

ନୂଆଦିଲ୍ଲୀ : ପଡ଼ୋଶୀ ରାଷ୍ଟ୍ରମାନଙ୍କୁ କଡ଼ା ବାର୍ତ୍ତା ଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଜି ସାଂଘାଇ ସହଯୋଗ ସଂଗଠନ (ଏସ୍ସିଓ) ବୈଠକରେ ଏକ ମିଳିତ ବିବୃତିରେ ସ୍ୱାକ୍ଷର କରିବାକୁ ମନା କରିଦେଇଛନ୍ତି। ଏହି ବିବୃତିରେ ପହଲଗାମ ଆତଙ୍କବାଦୀ ଆକ୍ରମଣ ସଂକ୍ରାନ୍ତରେ…

କୁପୱାଡାରେ ପୁଣି ସାଧାରଣ ନାଗରିକଙ୍କୁ ଗୁଳି କଲେ ଆତଙ୍କବାଦୀ

ଶ୍ରୀନଗର : ଜମ୍ମୁ-କଶ୍ମୀରରେ ପୁଣି ସାଧାରଣ ନାଗରିକଙ୍କୁ ଗୁଳି । କୁପୱାଡାରେ ଜଣେ ସାଧାରଣ ନାଗରିକଙ୍କୁ ଗୁଳି କରିଛନ୍ତି ଆତଙ୍କବାଦୀ । ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ, ଚିକିତ୍ସା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟଛି । ମୃତ ବ୍ୟକ୍ତି…

ନୂଆପଡା ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ

ନୂଆପଡ଼ା – ଦିନିକିଆ ନୂଆପଡା ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ । ଏହି ଗସ୍ତକାଳରେ ସେ ସୁନାବେଡ଼ା ଅଭୟାରଣ୍ୟର ବିଭିନ୍ନ ମାଓ ଅଞ୍ଚଳର ସମୀକ୍ଷା କରିବା ସହ ଜିଲ୍ଲା ପୋଲିସ ମୁଖ୍ୟାଳୟରେ ଆଇନ ଶୃଙ୍ଖଳା ଉପରେ ଆଲୋଚନା କରିଛନ୍ତି ।…

ରାମ ମନ୍ଦିର ନିର୍ମାଣ ନିମନ୍ତେ ଭୂମିପୂଜନ ଓ ଶିଳାନ୍ୟାସ

ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ନୂଆହତା ଗ୍ରାମପଞ୍ଚାୟତ ର ପାଟଣା ସାହି ଠାରେ ରାମ ମନ୍ଦିର ନିର୍ମାଣ ନିମନ୍ତେ ଭୂମି ପୂଜନ କରିବା ସହ ଶିଳା ନ୍ୟାସ କାର୍ଯ୍ୟକ୍ରମ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନ ସଭାର ଉପ ବାଚସ୍ପତି ରଜନିକାନ୍ତ…