Category: ପୁରୀ

ମହାପ୍ରଭୁଙ୍କସୁନାବେଶ ! ମହଣ ମହଣ ସୁନାରେ ଆଭୂଷିତ ଚତୁର୍ଦ୍ଧାମୂର୍ତ୍ତି

ଧାର୍ଯ୍ଯ ନୀତି ନିର୍ଘଣ୍ଟ ପୂର୍ବରୁ ଅପରାହ୍ନ ୪.୪୫ ଠାରୁ ମହାପ୍ରଭୁଙ୍କ ଦିବ୍ୟ ଓ ଭବ୍ଯ ସୁନାବେଶ ଆରମ୍ଭ ହୋଇଛି। ଦୁର୍ଲଭ ବଡ଼ ତଢ଼ାଉ ବେଶ ବା ସୁନାବେଶରେ ଚତୁର୍ଦ୍ଧାମୂର୍ତ୍ତି ରଥ ଉପରେ ଦର୍ଶନ ଦେଉଛନ୍ତି। ଶ୍ରୀଜିଉମାନେ ରବିବାର ରାତି ୧୧ଟା ଯାଏଁ…

ପବିତ୍ର ହରିଶୟନ ଏକାଦଶୀ; ରଥ ଉପରେ ଚତୁର୍ଦ୍ଧା ବିଗ୍ରହଙ୍କ ଅନୁଷ୍ଠିତ ହେବ ସୁନାବେଶ

ପୁରୀ: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି ତଥା ପବିତ୍ର ଶ୍ରୀହରିଶୟନ ଏକାଦଶୀ ତିଥିରେ ରଥ ଉପରେ ଅନୁଷ୍ଠିତ ହେଉଛି ଚତୁର୍ଦ୍ଧା ବିଗ୍ରହଙ୍କ ବଡ ତଢ଼ାଉ ବେଶ ବା ସୁନାବେଶ । ଦୁର୍ଲଭ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଦାରୁ ଦିଅଁ…

ସିଂହଦ୍ବାର ଆଗରେ ଲାଗିଲା ତିନି ରଥ

ନବଦିନାତ୍ମକ ରଥଯାତ୍ରା ଶେଷ କରି ଶ୍ରୀଜିଉମାନେ ଆଜି ଶ୍ରୀମନ୍ଦିର ସାମ୍ନାରେ ପହଞ୍ଚିଛନ୍ତି। ଜନ୍ମବେଦୀରୁ ବାହାରି ଧାଡ଼ି ପହଣ୍ଡିରେ ଆସି ଶରଧାବାଲିରେ ପ୍ରସ୍ତୁତ ଥିବା ରଥ ଉପରେ ବିରାଜିଲା ପରେ ବଡ଼ଦାଣ୍ଡରେ ଲକ୍ଷଲକ୍ଷ ଭକ୍ତଙ୍କ ସହିତ ଭାବ ବିନିମୟ କରି ଶ୍ରୀଜିଉମାନେ ବଡ଼ଦେଉଳ…

ବିଶ୍ବ ପ୍ରସିଦ୍ଧ ବାହୁଡ଼ା ଯାତ୍ରା; ଗଡ଼ିଲା ୩ ରଥ

ଆଗେ ଆଗେ ପ୍ରଭୁ ବଳଭଦ୍ର, ମଝିରେ ଭଉଣୀ ସୁଭଦ୍ରା । ପଛରେ ଗହଳି ଲଗାଇ ଆସୁଛନ୍ତି କାଳିଆ ସାଆନ୍ତ । ଧାର୍ଯ୍ୟ ସମୟ ଠାରୁ ପ୍ରାୟ ୧ ଘଣ୍ଟା ଆଗରୁ ରଥ ଟଣା ହୋଇଛି । ବଡ଼ଦାଣ୍ଡରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ…

ପୁରୀ ସହର ହେବ ମହାନଗର ନିଗମ, ପ୍ରତିଷ୍ଠା ହେବ ବିଶ୍ବସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ

ପୂରୀ: ଏବେ ପବିତ୍ର ପୁରୀ ସହରରେ ମହାପ୍ରଭୁଙ୍କ ଘୋଷଯାତ୍ରା ଜାରି ରହିଛି । ଏହି ଅବସରରେ ପୁରୀକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୁରୀ ପୌରପାଳିକାକୁ ମହାନଗର ନିଗମ କରାଯିବ ବୋଲି ଆଜି କହିଛନ୍ତି…

ପୁରୀରେ ଚଳଚ୍ଚିତ୍ର ‘ଶ୍ରୀଜଗନ୍ନାଥଙ୍କ ନବକଳେବର’ର ସଙ୍ଗୀତ ଲୋକାର୍ପିତ

ଭୁବନେଶ୍ବର – ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଶ୍ରୀଜଗନ୍ନାଥଙ୍କ ନବକଳେବର’ ଆଜି ସର୍ବଭାରତୀୟ ସ୍ତରରେ ମୁକ୍ତିଲାଭ କରୁଛି। ମୁକ୍ତିଲାଭ ପୂର୍ବରୁ ନିର୍ମାତା ନିର୍ଦ୍ଦେଶକଙ୍କ ସମେତ ଏହାର ସମସ୍ତ କଳାକାର ଓ ଟେକ୍ନିସିଆନମାନେ ପୁରୀରେ ପହଞ୍ଚି ଥିଲେ। ପ୍ରଥମେ ମହୋଦଧିରେ ସ୍ନାନ କରି ନିଜକୁ…

ଆଜି ସନ୍ଧ୍ୟା ୬ଟାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୂରୀ: ଆଜି ସନ୍ଧ୍ୟା ୬ଟାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ। ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ। ପ୍ରବେଶ ବନ୍ଦ ପରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ ହେବ। ପରେ ଶ୍ରୀଜୀଉଙ୍କର ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ ହେବ। ମହାପ୍ରଭୁଙ୍କ ପବିତ୍ର ବାହୁଡା ଯାତ୍ରାର…

ରତ୍ନଭଣ୍ଡାର ସମ୍ପୂର୍ଣ୍ଣ ସୁରକ୍ଷିତ,ଦିଶୁଛି ଅତି ସୁନ୍ଦର: ଗଜପତି ମହାରାଜା

ପୁରୀ:ଆଜି ଗଜପତି ମହାରାଜା ଦିବ୍ୟ ସିଂହଦେବ ରତ୍ନଭଣ୍ଡାର କାର୍ଯ୍ୟ ତଦାରଖ କରିଛନ୍ତି । ତଦାରଖ ପରେ ରତ୍ନଭଣ୍ଡାର ସମ୍ପୂର୍ଣ୍ଣ ସୁରକ୍ଷିତ ଓ ଅତି ସୁନ୍ଦର ଦିଶୁଛି ବୋଲି କହିଛନ୍ତି ଗଜପତି ମହାରାଜା । ଏଥିସହ ନୀଳାଦ୍ରି ବିଜେ ସୁଦ୍ଧା ମରାମତି ସମ୍ପୂର୍ଣ୍ଣ…

ଦେବଦଳନ ଓ ତାଳଧ୍ୱଜ ରଥର ଦକ୍ଷିଣ ମୋଡ,ଆଜି ମୋଡ ନେବ ନନ୍ଦିଘୋଷ

ପୂରୀ: ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ ଭାଇ ବଳଭଦ୍ର ଏବଂ ସାନ ଭଉଣୀ ମାଆ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାୠଢ ହୋଇ ଶ୍ରୀମନ୍ଦିର ଛାଡି ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି । ରଥଯାତ୍ରାର ପଞ୍ଚମ ଦିନ ହେରାପଞ୍ଚମୀରେ ଅଭିମାନିନୀ ମାଆ ଲକ୍ଷ୍ମୀ…

ବାହୁଡା ପାଇଁ ପ୍ରସ୍ତୁତି ଆରମ୍ଭ: ଆଜି ରଥର ଦକ୍ଷିଣ ମୋଡ଼

ଜନ୍ମବେଦୀରେ ସରି ସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା । ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଯାତ୍ରାର ଷଷ୍ଠ ଦିନରେ ରଥର ଦକ୍ଷିଣ ମୋଡ଼ ଅନୁଷ୍ଠିତ ହେବ। ଗୁଣ୍ଡିଚା ମନ୍ଦିର ସମ୍ମୁଖ ଭାଗରେ ଥିବା ରଥମାନଙ୍କୁ ନାକଚଣା…