ଶ୍ରୀକ୍ଷେତ୍ରରେ ଆଜି ମହାପ୍ରଭୁଙ୍କ ଉଭାଯାତ୍ରା, ସର୍ବସାଧାରଣ ଦର୍ଶନ ବନ୍ଦ
ରାତି ପାହିଲେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଆଜି ଶ୍ରୀମନ୍ଦିରରେ ପ୍ରତିପଦା ତିଥିରେ ହେବ ଉଭାଯାତ୍ରା । ଗୁରୁବାର ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ଆଜି ରଥଖଳାକୁ ଆଜ୍ଞାମାଳ ବିଜେ କରିବ। ରଥଯାତ୍ରା ପ୍ରସ୍ତୁତି ଏବଂ ନୀତି ବହୁଳତା ଯୋଗୁଁ…
