ଶିକ୍ଷାଦାନ ପ୍ରଣାଳୀରେ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଷଷ୍ଠ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ
*ଶିକ୍ଷାଦାନ ପ୍ରଣାଳୀରେ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଷଷ୍ଠ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ* ବରଗଡ଼:୨୦/୧୨(ପବିତ୍ର ମେହେର)::ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଜନତା ସରକାରୀ ହାଇସ୍କୁଲ ଭୁକ୍ତାରେ ଷଷ୍ଠ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…
