ଜନତା ଉଚ୍ଚ ବିଦ୍ୟାଳୟରେ ଆର୍ଦ୍ରଭୂମି ସଂରକ୍ଷଣ ପାଇଁ ସଚେତନତା ସୃଷ୍ଟି
*ଜନତା ଉଚ୍ଚ ବିଦ୍ୟାଳୟରେ ଆର୍ଦ୍ରଭୂମି ସଂରକ୍ଷଣ ପାଇଁ ସଚେତନତା ସୃଷ୍ଟି:* ବରଗଡ଼(ପବିତ୍ର ମେହେର ) ତା ୧୮/୦୨/୨୦୨୫ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଜନତା ସରକାରୀ ହାଇସ୍କୁଲ ,ଭୁକ୍ତାରେ ଆର୍ଦ୍ରଭୂମିର ସୁରକ୍ଷା ଓ ସଂରକ୍ଷଣ ପାଇଁ ସଚେତନତା ସୃଷ୍ଟି କରାଯାଇଛି। ପ୍ରାରମ୍ଭରେ…
