ଟାଟା ଷ୍ଟିଲ ଫାଉଣ୍ଡେସନ ପକ୍ଷରୁ ଉଚ୍ଚ ରକ୍ତଚାପ ପରୀକ୍ଷା ଶିବିର ଅନୁଷ୍ଠିତ
୬ ଗ୍ରାମର ଲୋକ ପାଇଲେ ସେବା ୨୬/୦୫/୨୦୨୩ (ଢେଙ୍କାନାଳ) : ବିଶ୍ବ ଉଚ୍ଚ ରକ୍ତଚାପ ଦିବସ ଅବସରରେ ଟାଟା ଷ୍ଟିଲ ଫାଉଣ୍ଡେସନ ପକ୍ଷରୁ ରକ୍ତଚାପ ପରୀକ୍ଷା ଶିବିର ଆୟୋଯିତ କରାଯାଇଥିଲା । ଢେଙ୍କାନାଳର ନରେନ୍ଦ୍ରପୁର ସ୍ଥିତ ଟାଟା ଷ୍ଟିଲ ମେରାମଣ୍ଡଳୀ କାରଖାନାର…
