Category: ଭୁବନେଶ୍ବର

ଆଜିର ରାଶିଫଳ

ଆଜି ରବିବାର, ୧୨ ଏପ୍ରିଲ ୨୦୨୬। ଜାଗ୍ରତ ଭାରତ ନ୍ୟୁଜ୍ ର ସମସ୍ତ ପାଠକ ଓ ଦର୍ଶକଙ୍କ ପାଇଁ ଆଜିର ଦିନଟି କିପରି ରହିବ, ଆସନ୍ତୁ ଜାଣିବା ଆଜିର ରାଶିଫଳ: ୧. ମେଷ (Aries) ୨. ବୃଷ (Taurus) ୩. ମିଥୁନ…

ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଦ୍ୱାରା ଓଡ଼ିଶା ରାଜ୍ୟ ଆଇନ ଆୟୋଗଙ୍କ ବାର୍ଷିକ ରିପୋର୍ଟ ଓ ନୂତନ ୱେବ୍‌ସାଇଟ୍‌ ଉନ୍ମୋଚିତ

ଭୁବନେଶ୍ୱର: ରାଜ୍ୟ ସରକାର ଯେଉଁ ଲକ୍ଷ୍ୟ ଓ ଅଭିମୁଖ୍ୟ ନେଇ ଓଡ଼ିଶା ରାଜ୍ୟ ଆଇନ ଆୟୋଗ ଗଠନ ପରିକଳ୍ପନା କରିଥିଲେ, ତାହାର ଏକ ବର୍ଷ ପୂର୍ତ୍ତି ସହ ରାଜ୍ୟ ଇତିହାସରେ ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟାୟ ଭାବେ ଲିପିବଦ୍ଧ ହୋଇ ରହିବ ।…

କୋଟିଏ ଟଙ୍କାର ଗଞ୍ଜେଇ ଠାବ,ଦୁଇ ଗାଡ଼ି ଜବତ, ତିନି ଗିରଫ

ଖୋର୍ଦ୍ଧା – ଖୋର୍ଦ୍ଧା ଜିଲ୍ଲା ଅବକାରୀ ବିଭାଗକୁ ଆଜି ଦୁଇ ଦୁଇଟି ବଡ଼ ସଫଳତା ମିଳିଛି। ଦୁଇ ଗୋଟି ଭିନ୍ନ ଭିନ୍ନ ସ୍ଥାନରେ ଚଢ଼ଉ କରି ମୋଟ୍ କୋଟିଏ ୨୧ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରାଯାଇଛି ବୋଲି ଜିଲ୍ଲା ଅବକାରୀ ଅଧୀକ୍ଷକ…

ଘରୋଇ ସଂସ୍ଥାକୁ ସରକାର ଟେକିଦେବେ କଳିଙ୍ଗ ଷ୍ଟୁଡିଓ!

କଳିଙ୍ଗ ଷ୍ଟୁଡିଓର ନବୀକରଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଯେକୌଣସି ସମୟରେ ଏହାର ଉଦ୍ଘାଟନ ହୋଇପାରେ। ହେଲେ ୧୬୪ କୋଟି ଟଙ୍କାରେ ନବୀକରଣ କରାଯାଇଥିବା ଏହି ଷ୍ଟୁଡିଓରୁ ରାଜ୍ୟ ସରକାର କିଛି ଲାଭ ପାଇବେ ନାହିଁ ବୋଲି ଆଶଙ୍କା ସୃଷ୍ଟି ହେଲାଣି।…

ଓଡ଼ିଶାରେ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ୍‌ ଚିକିତ୍ସା

ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ୍‌ ଚିକିତ୍ସା । ଦୁର୍ଘଟଣା ପୀଡିତଙ୍କୁ ତୁରନ୍ତ ଚିକିତ୍ସା ସହାୟତା ପ୍ରଦାନ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାର ସଡ଼କ ଦୁର୍ଘଟଣାରେ ସମ୍ପୃକ୍ତ ଲୋକଙ୍କ ପାଇଁ କ୍ୟାସ୍‌ଲେସ୍‌ ଚିକିତ୍ସା ଆରମ୍ଭ କରିବାକୁ…

ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ବନ୍ଦ ନିଷ୍ପତ୍ତିର ପୁନର୍ବିଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଚିଠି

ଭୁବନେଶ୍ୱର ମେଟ୍ରୋ ବର୍ଦ୍ଧିତ ଜନସାଧାରଣଙ୍କ ଚାହିଦା ଏବଂ ସହରର ଦ୍ରୁତ ସହରାଞ୍ଚଳ ପ୍ରସାରଣକୁ ଉଲ୍ଲେଖ କରି ସାଂସଦ ଅପରାଜିତା ଷଡ଼ଙ୍ଗୀ ଓଡ଼ିଶା ସରକାରଙ୍କୁ ଭୁବନେଶ୍ୱରରେ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପ ବନ୍ଦ କରିବାର ନିଷ୍ପତ୍ତି ପୁନର୍ବିଚାର କରିବାକୁ ଅନୁରୋଧ କରିଛନ୍ତି। ଭୁବନେଶ୍ୱର…

ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ

ଅନୁଗୋଳ ଜିଲ୍ଲାରେ ଘଟିଥିବା ଜଣେ ୪ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟା କରିବା ଭଳି ସମ୍ବେଦନଶୀଳ ମାମଲାର ଚୁଡାନ୍ତ ରାୟ ଆଜି ପ୍ରକାଶ ପାଇଛି। ଅନୁଗୋଳ ଅତିରିକ୍ତ ଜିଲ୍ଲା ଜଜ ତଥା ସ୍ୱତନ୍ତ୍ର ପୋକ୍ସୋ (POCSO) କୋର୍ଟ ଅଭିଯୁକ୍ତ ବାବୁଲା…

‘ଅଟଳ ବସ୍ ଷ୍ଟାଣ୍ଡ’ ଯୋଜନାକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରି

ଭୁବନେଶ୍ଵର: ରାଜ୍ୟ କ୍ୟାବିନେଟ ବୈଠକରେ ବାଣିଜ୍ୟ ଓ ପରିବହନ ବିଭାଗର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ‘ଅଟଳ ବସ୍ ଷ୍ଟାଣ୍ଡ’ ଯୋଜନାକୁ ମଞ୍ଜୁରି ମିଳିଛି। ଏହି ଯୋଜନା ଅନୁସାରେ ରାଜ୍ୟର ଜିଲ୍ଲା, ଉପଖଣ୍ଡ, ବ୍ଲକ୍ ମୁଖ୍ୟାଳୟ ସହ ପର୍ଯ୍ୟଟନ କ୍ଷେତ୍ର ଓ ସହରାଞ୍ଚଳ…

ଆଜିର ରାଶିଫଳ

ଆଜି ୧୧ ଏପ୍ରିଲ ୨୦୨୬, ଶନିବାର। ଜାଗ୍ରତ ଭାରତ ନ୍ୟୁଜ୍‌ର ସମସ୍ତ ପାଠକଙ୍କ ପାଇଁ ପ୍ରତିକାର ସହ ଆଜିର ରାଶିଫଳ: ମେଷ (Aries) ବୃଷ (Taurus) ମିଥୁନ (Gemini) କର୍କଟ (Cancer) ସିଂହ (Leo) କନ୍ୟା (Virgo) ତୁଳା (Libra) ବିଛା…

ଆଉ ହେବନି ପାଓ୍ବାର୍‌ କଟ୍ : ୩ଟି ଗ୍ରୀଡ୍ ଓ ୮ଟି ଟ୍ରାନ୍ସମିସନ୍ ଲାଇନର ଲୋକାର୍ପଣ

ଆଜି ଭୁବନେଶ୍ଵର ନିକଟସ୍ଥ ବାଲିଅନ୍ତାରେ ଓଡ଼ିଶାର ବିଦ୍ୟୁତ୍ ଭିତ୍ତିଭୂମିକୁ ସୁଦୃଢ କରିବା ଦିଗରେ ଏକ ଐତିହାସିକ ମାଇଲଷ୍ଟୋନ ସୃଷ୍ଟି ହୋଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ବାଲିଅନ୍ତା ସତ୍ୟନଗର ଏବଂ ଏସ୍‌ସିବି ମେଡ଼ିକାଲରେ ସ୍ଥାପିତ ଅତ୍ୟାଧୁନିକ ଜିଆଇଏସ୍‌…