ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…
ଉଚ୍ଚଶିକ୍ଷାରେ ବଢ଼ିଲା ସଂରକ୍ଷଣ: SC, ST ଓ ପଛୁଆବର୍ଗଙ୍କୁ ମିଳିଲା ଅଧିକ ସିଟ୍
ଭୁବନେଶ୍ୱର: ଓଡ଼ିଶାର ମେଡ଼ିକାଲ, ଇଞ୍ଜିନିଅରିଂ, ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମରେ ନାମଲେଖା ପାଇଁ ସଂରକ୍ଷଣ ନୀତିରେ ରାଜ୍ୟ କ୍ୟାବିନେଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ଅନୁସୂଚିତ ଜନଜାତି ୨୨.୫୦ ପ୍ରତିଶତ, ଅନୁସୂଚିତ…
ଘରୋଇ ସ୍କୁଲ ମନମାନୀ କଲେ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଭୁବନେଶ୍ୱର: ଘରୋଇ ସ୍କୁଲ ମନମାନୀ କଲେ କାର୍ଯ୍ୟାନୁଷ୍ଠାନ ହେବ । ଏପରି ଚେତାବନୀ ଦେଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସବୁ ଘରୋଇ ସ୍କୁଲ ସରକାରୀ ନିୟମ ମାନିବା ଜରୁରୀ । ଏନେଇ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ହେବ ।…
ରାଜ୍ୟ କ୍ୟାବିନେଟ୍ : ୧୩ ବିଭାଗର ୧୬ ପ୍ରସ୍ତାବରେ ବାଜିଲା ମୋହର
ଭୁବନେଶ୍ୱର: ଓଡ଼ିଶା ସରକାର ପୁଣି ଏକ ନୂଆ ଯୋଜନା ‘ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା’ର ଶୁଭାରମ୍ଭ କରିବାକୁ ଯାଉଛନ୍ତି। ହୀତାଧିକାରୀଙ୍କୁ ଏଣିକି ମୁଣ୍ଡପିଛା ୫ କେଜି ଚାଉଳ ଅଧିକ ମିଳିବ। ସେଥିପାଇଁ ରାଜ୍ୟ ରାଜକୋଷରୁ ମାସିକ ବ୍ୟୟ ହେବ ୭୩୪ କୋଟି ଟଙ୍କା।…
ସିବିଏସଇର ସିଟି ଏବଂ ଏଆଇ ପାଠ୍ୟକ୍ରମ ଶୁଭାରମ୍ଭ କଲେ ଧର୍ମେନ୍ଦ୍ର
ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ)ର ନୂତନ ‘କମ୍ପ୍ୟୁଟେସନାଲ୍ ଥିଙ୍କିଙ୍ଗ୍ ଏବଂ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ’ (ସିଟି ଏବଂ ଏଆଇ) ପାଠ୍ୟକ୍ରମର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତୃତୀୟରୁ ଅଷ୍ଟମ ଶ୍ରେଣୀ…
ବିଶ୍ୱସ୍ତରୀୟ ହେବ ଓଡ଼ିଶା ପର୍ଯ୍ୟଟନ
ସବୁ ବିଭାଗ ପର୍ଯ୍ୟଟନକୁ ଫୋକସ କରିବାକୁ ସଚିବ ସ୍ତରୀୟ ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ନିର୍ଦ୍ଦେଶ । ପର୍ଯ୍ୟଟନ କ୍ଷେତ୍ରରେ କେଉଁ ବିଭାଗ କଣ ଯୋଗ ଦାନ କରିପାରିବ ସେନେଇ ସଚିବ ସ୍ତରୀୟ ବୈଠକର ଆଲୋଚନା କରିଛନ୍ତି ଅନୁ…
ପଞ୍ଚାୟତ ନିର୍ବାଚନ ଜିଲ୍ଲା ବୁଲିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ
ଭୁବନେଶ୍ୱର, ୦୪/୦୪ : ପଞ୍ଚାୟତ ନିର୍ବାଚନ ପୂର୍ବରୁ ଜିଲ୍ଲା ଗସ୍ତରେ ଯିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ଅକ୍ଟୋବର, ନଭେମ୍ବରରୁ ଜିଲ୍ଲା ବୁଲିବେ ନବୀନ । ସମସ୍ତ ଜିଲ୍ଲା ବୁଲିବା ପାଇଁ ବିଧାୟକ ଓ ନେତାଙ୍କୁ କହିଛନ୍ତି ସୁପ୍ରିମୋ ।…
ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ୱର, ୦୪/୦୪ : ଆଜି ସନ୍ଧ୍ୟା ୬ଟାରେ ରାଜ୍ୟର ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଲୋକସେବା ଭାବନରେ ଅନୁଷ୍ଠିତ ହେବ। ଏହି ବୈଠକକୁ ନେଇ ପ୍ରଶାସନିକ ମହଲ ସହ ସାଧାରଣ ଲୋକଙ୍କ…
