ଓଡ଼ିଶାର ୩୦ଟି ଜିଲ୍ଲାରେ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର ଲୋକାର୍ପିତ
ଭୁବନେଶ୍ୱର: ଓଡ଼ିଶାର ୩୦ଟି ଜିଲ୍ଲାରେ ନିର୍ମିତ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର (AWC) ଆଜି ଭୁବନେଶ୍ୱରସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଆଭାସୀ ମାଧ୍ୟମରେ ଉଦ୍ଘାଟିତ ହୋଇଯାଇଛି। ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ…
କୁବେର ଡେପୁଟି ମ୍ୟାନେଜର: ରେଡ୍ ବେଳେ ବାବୁଙ୍କ ଘରୁ ମିଳିଲା ୧ କେଜି ୧୪୦ ଗ୍ରାମ ସୁନା
ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର । OPHWC ଅଧିକାରୀଙ୍କ ୨୯ ପ୍ଲଟ୍ ରହିଛି । ଜଟଣୀ ବ୍ରହ୍ମପୁର ଓ ଅନ୍ୟ ସ୍ଥାନରେ ରହିଛି ୨୯ଟି ପ୍ଲଟ । ଭୁବନେଶ୍ବର କଳଙ୍ଗ ବିହାରରେ ରହିଛି ଦୁଇଟି ଘର । ଭିଜିଲାନ୍ସ…
ଆଉ ୭ ଦିନ ବଢ଼ିଲା ଧାନ କିଣା ଅବଧି
ଖରିଫ ଧାନକିଣାରେ ରାଜ୍ୟ ସରକାର ୭ ଦିନ ବୃଦ୍ଧି କରିଛନ୍ତି । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣପାତ୍ର । ମାର୍ଚ୍ଚ ୩୧ରେ ଖରିଫ ଧାନକିଣା ଅବଧି ଶେଷ ହୋଇଥିଲା । ହେଲେ ଏବେବି ଅନେକ ଚାଷୀଙ୍କ ଧାନ…
ଭୁବନେଶ୍ବରରେ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ମୂଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି ଆଜି ଭୁବନେଶ୍ୱର ବାବା ସାହେବ ଆମ୍ୱେଦକର ବସ୍ ଟର୍ମିନାଲ ବରମୁଣ୍ଡା ଠାରେ VFS ଗ୍ଲୋବାଲ ଦ୍ୱାରା ପରିଚାଳିତ ନୂତନ ଭିସା ଆବେଦନ କେନ୍ଦ୍ରର ଉଦ୍ଘାଟନ କରିଛନ୍ତି । ପୂର୍ବରୁ ରାଜ୍ୟବାସୀଙ୍କୁ ଏହି ସେବା ପାଇଁ…
ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷଙ୍କ ନାଁ ଆନୁଷ୍ଠାନିକ ଭାବେ ଘୋଷିତ ଅନୁଗୋଳ ଜିଲ୍ଲା ପାଇଁ ଅଶୋକ ମହାନ୍ତି
ଭୁବନେଶ୍ଵର:ଘୋଷଣା ହେଲା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷଙ୍କ ନାଁ । ୪ ମନ୍ତ୍ରୀଙ୍କୁ ୪ ଜିଲ୍ଲାର ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ବ ମିଳିଛି । ସେମାନେ ହେଲେ ସୁରେଶ ପୂଜାରୀ, ପୃଥ୍ବୀରାଜ ହରିଚନ୍ଦନ, ନିତ୍ୟାନନ୍ଦ ଗଣ୍ଡ ଓ କୃଷ୍ଣଚନ୍ଦ୍ର ପାତ୍ର ।…
ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା
ଭୁବନେଶ୍ୱର: ପବିତ୍ର ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି । ସାମାଜିକ ଗଣମାଧ୍ୟମ ଏକ୍ସରେ ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନର ଏହି ଐତିହାସିକ ଦିବସ ଅବସରରେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଓଡିଆ ଭାଇ…
ଅପ୍ରେଲ ୨ ତାରିଖରେ ରାଜରାସ୍ତାରେ ପ୍ରଦେଶ ଯୁବ କଂଗ୍ରେସର “ଯୁବକ୍ରାନ୍ତି ସମାବେଶ”
ଭୁବନେଶ୍ୱର: ବିଜେପି ସରକାରର ଜନତାଙ୍କ ଉପରେ ହେଉଥିବା ଅତ୍ୟାଚର ବିରୁଦ୍ଧରେ କଂଗ୍ରେସ ଭବନଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଏହି ସାମ୍ବିାଦିକ ସମ୍ମିଳନୀରେ ପ୍ରଦେଶ ଯୁବ କଂଗ୍ରେସର ସଭାପତି ରଞ୍ଜିତ ପାତ୍ର ସରକାରଙ୍କର ବେନିଅମ କାର୍ଯ୍ୟକଳାପ ଏବଂ ନୀତିକୁ…
