ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ସ୍ଥଳ ସେନା ମୁଖ୍ୟ
ଭୁବନେଶ୍ବର: ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ ।ଏହି ୩ଦିନ ଭିତରେ ସେ ଭୁବନେଶ୍ବର, ପୁରୀ, ଗୋପାଳପୁରରେ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଆଜି ସନ୍ଧ୍ୟାରେ ଭୁବନେଶ୍ବର ପହଞ୍ଚିବେ।ଏବଂ ୧୨୦ ବାଟାଲିଅନ୍ରେ…
ପିଏମଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପିଏମଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏକ୍ସସାଇଜ ଡ୍ୟୁଟି ହ୍ରାସ ପାଇଁ ପିଏମଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ । ଏହି ନିଷ୍ପତ୍ତି ଲୋକଙ୍କୁ ଆଶ୍ୱସ୍ତି ଦେବ କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସ୍ଥିରତା ଓ ଜନ…
“ଧର୍ମ ଓ ମର୍ଯ୍ୟାଦାର ମହାପର୍ବ ‘ରାମ ନବମୀ’: ଜାଣନ୍ତୁ ଓଡ଼ିଶାରେ କିଭଳି ରହିଛି ଏହାର ସ୍ୱତନ୍ତ୍ର ପରମ୍ପରା”
ଭକ୍ତି ଓ ଆଧ୍ୟାତ୍ମିକତାର ମହାପର୍ବ “ରାମ ନବମୀ”: ଜାଣନ୍ତୁ ଏହାର ମହତ୍ତ୍ୱ ଓ ଓଡ଼ିଶାରେ ସ୍ୱତନ୍ତ୍ରତା ଭୁବନେଶ୍ୱର (ଜାଗ୍ରତ ଭାରତ ନ୍ୟୁଜ୍): ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ବା ‘ରାମ ନବମୀ’ ଆଜି ସାରା ଦେଶରେ ବେଶ୍ ହର୍ଷଉଲ୍ଲାସର…
ପଶ୍ଚିମ ଏସିଆ ସଙ୍କଟ: ଅତ୍ୟାବଶ୍ୟକ ସାମଗ୍ରୀର ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା
ଆବଶ୍ୟକତା ଅନୁଯାୟୀ ସମସ୍ତ ଅତ୍ୟାବଶ୍ୟକ ଦ୍ରବ୍ୟ ଉପଲବ୍ଧ, କୃତ୍ରିମ ଅଭାବ ସୃଷ୍ଟି କରୁଥିବା ଅସାଧୁବ୍ୟବସାୟୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଭୁବନେଶ୍ୱର,୨୬/୦୩ (ଜାଗ୍ରତ ଭାରତ ନ୍ୟୁଜ୍)- ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଏକ…
ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି
ନୁଆଦିଲ୍ଲୀ/ଭୁବନେଶ୍ୱର: ସାମ୍ପ୍ରତିକ ବିଶ୍ୱ ପରିସ୍ଥିତି, ବିଶେଷ କରି ମଧ୍ୟପ୍ରାଚ୍ୟରେ ଲାଗି ରହିଥିବା ଯୁଦ୍ଧ ଏବଂ ଭୂ-ରାଜନୈତିକ ଅସ୍ଥିରତା ମଧ୍ୟରେ ଭବିଷ୍ୟତରେ ଦେଶର ଉର୍ଜା ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିନ୍ତାପ୍ରକାଶ କରିଛନ୍ତି। ଏହି ପରିପ୍ରେକ୍ଷୀରେ…
ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ
ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ତୈଳ ଓ ଗ୍ୟାସ୍ ଆମଦାନୀ ବାଧାପ୍ରାପ୍ତ ହୋଇଥିବାରୁ ଭାରତରେ ଖାଉଟିଙ୍କ ଠାରୁ ଆରମ୍ଭ କରି ଶିଳ୍ପକ୍ଷେତ୍ର ପର୍ଯ୍ୟନ୍ତ ସମସ୍ୟା ବଢିବାରେ ଲାଗିଛି। ଏହି କ୍ରମରେ ଭାରତରେ ମଦ ପ୍ରସ୍ତୁତ କରୁଥିବା ବ୍ରିଓ୍ବେରି କମ୍ପାନୀଗୁଡିକ ମଧ୍ୟ ସମସ୍ୟାର ସମ୍ମୁଖୀନ…
ଟ୍ୱିନସିଟିରେ କାଳବୈଶାଖୀ କୁଆପଥର ମାଡ଼ ସହ ବର୍ଷା ହେଲା
ଟ୍ୱିନସିଟିରେ କାଳବୈଶାଖୀ ଯୋଗୁଁ ଆଜି ଅପରାହ୍ଣ ପ୍ରାୟ ୫ ଟା ସମୟରେ କାଳବୈଶାଖୀ ତାର କରାଳ ରୂପ ଦେଖାଇଛି । କଟକ ଓ ଭୁବନେଶ୍ୱରରେ ପ୍ରବଳ ବେଗରେ ପବନ ବହିବା ସହ କୁଆପଥର ବର୍ଷା ହୋଇଛି । କାଳବୈଶାଖୀର ପ୍ରଭାବରେ ଘଡ଼ଘଡ଼ି…
ବିଧାୟକଙ୍କ ଦରମା ବୃଦ୍ଧି ବିଲ୍ ପ୍ରତ୍ୟାହୃତ
ଭୁବନେଶ୍ବର: ବିଧାୟକଙ୍କ ଦରମା ବୃଦ୍ଧି ବିଲ୍ ପ୍ରତ୍ୟାହୃତ। ଏନେଇ ସମସ୍ତ ବିଧାୟକଙ୍କୁ ଚିଠି ଲେଖିଲେ ବିଧାନସଭା ସଚିବ । ରାଜ୍ୟ ସରକାର ବଢ଼ାଇଥିଲେ ବିଧାୟକଙ୍କ ଦରମା ଏବଂ ଭତ୍ତା । ବର୍ଦ୍ଧିତ ଦୈନନ୍ଦିନ ଜୀବନଯାପନ ଖର୍ଚ୍ଚ ଏବଂ ମୁଦ୍ରାସ୍ଫୀତିକୁ ଦୃଷ୍ଟିରେ ରଖି…
