ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ରୀୟ ଅବକାରୀ ଶୁଳ୍କ ହ୍ରାସ ନିଷ୍ପତ୍ତିକୁ କେନ୍ଦ୍ରମନ୍ତ୍ରୀଙ୍କ ସ୍ୱାଗତ
ନୁଆଦିଲ୍ଲୀ: ପଶ୍ଚିମ ଏସିଆରେ ବଢୁଥିବା ଭୂ-ରାଜନୈତିକ ତିକ୍ତତା ଏବଂ ବିଶ୍ୱ ଉର୍ଜା ବଜାରରେ ଦେଖାଦେଇଥିବା ଅସ୍ଥିରତା ମଧ୍ୟରେ ଭାରତ ସରକାରଙ୍କ ଜନକଲ୍ୟାଣକାରୀ ପଦକ୍ଷେପକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଚ୍ଚ ପ୍ରଶଂସା କରିଛନ୍ତି । ପେଟ୍ରୋଲ ଓ ଡିଜେଲ ଉପରୁ…
