Category: ଭୁବନେଶ୍ବର

ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ

ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ତୈଳ ଓ ଗ୍ୟାସ୍‌ ଆମଦାନୀ ବାଧାପ୍ରାପ୍ତ ହୋଇଥିବାରୁ ଭାରତରେ ଖାଉଟିଙ୍କ ଠାରୁ ଆରମ୍ଭ କରି ଶିଳ୍ପକ୍ଷେତ୍ର ପର୍ଯ୍ୟନ୍ତ ସମସ୍ୟା ବଢିବାରେ ଲାଗିଛି। ଏହି କ୍ରମରେ ଭାରତରେ ମଦ ପ୍ରସ୍ତୁତ କରୁଥିବା ବ୍ରିଓ୍ବେରି କମ୍ପାନୀଗୁଡିକ ମଧ୍ୟ ସମସ୍ୟାର ସମ୍ମୁଖୀନ…

ଟ୍ୱିନସିଟିରେ କାଳବୈଶାଖୀ କୁଆପଥର ମାଡ଼ ସହ ବର୍ଷା ହେଲା

ଟ୍ୱିନସିଟିରେ କାଳବୈଶାଖୀ ଯୋଗୁଁ ଆଜି ଅପରାହ୍ଣ ପ୍ରାୟ ୫ ଟା ସମୟରେ କାଳବୈଶାଖୀ ତାର କରାଳ ରୂପ ଦେଖାଇଛି । କଟକ ଓ ଭୁବନେଶ୍ୱରରେ ପ୍ରବଳ ବେଗରେ ପବନ ବହିବା ସହ କୁଆପଥର ବର୍ଷା ହୋଇଛି । କାଳବୈଶାଖୀର ପ୍ରଭାବରେ ଘଡ଼ଘଡ଼ି…

ବିଧାୟକଙ୍କ ଦରମା ବୃଦ୍ଧି ବିଲ୍ ପ୍ରତ୍ୟାହୃତ

ଭୁବନେଶ୍ବର: ବିଧାୟକଙ୍କ ଦରମା ବୃଦ୍ଧି ବିଲ୍ ପ୍ରତ୍ୟାହୃତ। ଏନେଇ ସମସ୍ତ ବିଧାୟକଙ୍କୁ ଚିଠି ଲେଖିଲେ ବିଧାନସଭା ସଚିବ । ରାଜ୍ୟ ସରକାର ବଢ଼ାଇଥିଲେ ବିଧାୟକଙ୍କ ଦରମା ଏବଂ ଭତ୍ତା । ବର୍ଦ୍ଧିତ ଦୈନନ୍ଦିନ ଜୀବନଯାପନ ଖର୍ଚ୍ଚ ଏବଂ ମୁଦ୍ରାସ୍ଫୀତିକୁ ଦୃଷ୍ଟିରେ ରଖି…

ଆସନ୍ତା ସୋମବାର ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ୱର: ଆସନ୍ତା ସୋମବାର ପର୍ଯ୍ୟନ୍ତ ଗୃହ ମୁଲତବୀ । ବିରୋଧୀଙ୍କ ହଟ୍ଟଗୋଳ ଭିତରେ ସୋମବାର ପର୍ଯ୍ୟନ୍ତ ବିଧାନସଭାକୁ ମୁଲତବୀ କରାଯାଇଛି । ଆଜି ବି ବିଧାନସଭାରେ ପ୍ରବଳ ହଙ୍ଗାମା ଦେଖିବାକୁ ମିଳିଥିଲା । ଏସ୍‌ସିବି ଅଗ୍ନିକାଣ୍ଡ ଘଟଣାକୁ ନେଇ ପୁଣି ସରକାରଙ୍କୁ…

ଆସିଲା ନୂଆ ଅବକାରୀ ନୀତି

ଭୁବନେଶ୍ବର: ଓଡ଼ିଶାରେ ଆସିଲା ନୂଆ ଅବକାରୀ ନୀତି। ଗୃହରେ ଉପସ୍ଥାପନା କଲେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ୨୦୨୬ରୁ ୨୯ ପର୍ଯ୍ୟନ୍ତ ତ୍ରୈବାର୍ଷିକ ନୀତି ଘୋଷଣା କରାଯାଇଛି। ଅବକାରୀ ଲାଇସେନ୍ସ ପାଇଁ ଆବେଦନ ଶୁଳ୍କ ୧୦% ବଢ଼ାଯିବ। ଲାଇସେନ୍ସ ଶୁଳ୍କ ପ୍ରତି…

ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଜିଲ୍ଲାପାଳଙ୍କ ସହ ସମୀକ୍ଷା ବୈଠକ

ଭୁବନେଶ୍ୱର: ରାଜ୍ୟର ସମସ୍ତ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ଗୁଡିକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ଲୋକସେବା ଭବନ ଠାରେ ଆଭାସୀ ମାଧ୍ୟମରେ ସମସ୍ତ ଜିଲ୍ଲାପାଳଙ୍କ ସହ ଏକ ଉଚ୍ଚସ୍ତରୀୟ…

ରାଜ୍ୟରେ ରେକର୍ଡ ଧାନ ସଂଗ୍ରହ : ମଣ୍ଡିକୁ ଆସିଲାଣି ୭୫ଲକ୍ଷ ମେଟ୍ରିକ ଟନ୍ ରୁ ଅଧିକ ଧାନ

ଭୁବନେଶ୍ୱର, ୨୫ ମାର୍ଚ୍ଚ ୨୦୨୬: ରାଜ୍ୟରେ ଚଳିତ ଖରିଫ ଋତୁରେ ୨୦୨୫-୨୬ ବର୍ଷ ପାଇଁ ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସରକାରୀ ସୂତ୍ରରୁ ମିଳିଥିବା ସଦ୍ୟତମ ରିପୋର୍ଟ ଅନୁଯାୟୀ, ଆଜି ସୁଦ୍ଧା ରାଜ୍ୟର ବିଭିନ୍ନ ମଣ୍ଡିକୁ ପ୍ରାୟ ୭୫,୪୫,୩୮୧…

ଆଜିର ରାଶିଫଳ

ନମସ୍କାର, ଜାଗ୍ରତ ଭାରତ ନ୍ୟୁଜର ସମସ୍ତ ପାଠକଙ୍କୁ ସ୍ଵାଗତ। ଆଜି ୨୦୨୬ ମାର୍ଚ୍ଚ ୨୬ ତାରିଖ, ଗୁରୁବାର ପାଇଁ ଆପଣଙ୍କର ଦୈନିକ ରାଶିଫଳ: ​ଆଜିର ରାଶିଫଳ ​୧. ମେଷ (Aries) ​ଆଜି ଦିନଟି ଆପଣଙ୍କ ପାଇଁ ଶୁଭ ରହିବ। ନୂତନ କାର୍ଯ୍ୟ…

ଗୁରୁବାର ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା, ଅପରାହ୍ନରେ ଟଣା ହେବ ରଥ

ଗୁରୁବାର ପବିତ୍ର ଅଶୋକାଷ୍ଟମୀ । ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ଏଥି ପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି । ରଥରେ ଶେଷ ସ୍ପର୍ଶ ଦେଇଛନ୍ତି କାରିଗର । ରଥ କାମ ୮୫ ପ୍ରତିଶତ ସରିଥିବା ବେଳେ…

ଥମୁନି ଏସସିବି ତାତି : ବିଧାନସଭାକୁ କଳା ଟି ସାର୍ଟ ପିନ୍ଧିକି ଆସିଲେ ବିରୋଧୀ

ଏସସିବି ଅଗ୍ନିକାଣ୍ଡ ଘଟଣାରେ ବିରୋଧୀମାନେ ଲାଗାତାର ବିରୋଧ କରି ଆସୁଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରାଯାଉଛି । ଯାହାଫଳରେ ଗୃହକାର୍ଯ୍ୟ ସ୍ବାଭାବିକ ହୋଇପାରୁନି । ଆଜି ବି ଗୃହ ଆରମ୍ଭରୁ ବିରୋଧୀ ବିଧାୟକମାନେ ହଟଗୋଳ କରିଛନ୍ତି। ବିଧାନସଭାକୁ କଳା ଟି ସାର୍ଟ…