Category: ଭୁବନେଶ୍ବର

ଆଜିଠୁ ଆର୍‌ଟିଇ ନାମଲେଖା

ଭୁବନେଶ୍ବର: ଶିକ୍ଷା ଅଧିକାର ଆଇନ ୨୦୦୯ ଅନ୍ତର୍ଗତ ଧାରା ୧୨(୧)(ଗ) ଅନୁଯାୟୀ ଆର୍ଥିକ ଅନଗ୍ରସର ଶ୍ରେଣୀ ପିଲାଙ୍କୁ ବେସରକାରୀ ବିଦ୍ୟାଳୟଗୁଡ଼ିକରେ ପ୍ରବେଶସ୍ତରରେ ନିଃଶୁଳ୍କ ଶିକ୍ଷା ପ୍ରଦାନ ନିମନ୍ତେ ବ୍ୟବସ୍ଥା କରାଯାଉଛି। ଏଥିପାଇଁ ଆରଟିଇ ପାରଦର୍ଶୀ ପୋର୍ଟାଲ ମାଧ୍ୟମରେ ଆବେଦନ ଗ୍ରହଣ କରାଯାଉଛି।…

୪୩ତମ ବାର୍ଷିକ ଖଣି ସୁରକ୍ଷା ପକ୍ଷରେ ଜିନ୍ଦଲ ଷ୍ଟିଲକୁ ୧୬ଟି ପୁରସ୍କାର

ଭୁବନେଶ୍ୱର: ଖଣି ନିରାପତ୍ତା ମହାନିର୍ଦ୍ଦେଶାଳୟ(ଡିଜିଏମଏସ)ଙ୍କ ନେତୃତ୍ୱରେ ଇଷ୍ଟର୍ଣ୍ଣ ଜୋନ୍ ଅଫ୍ ମାଇନିଂ ଆସୋସିଏସନ ପକ୍ଷରୁ ଆୟୋଜିତ ୪୩ତମ ବାର୍ଷିକ ଖଣି ସୁରକ୍ଷା ପକ୍ଷ ସମାରୋହରେ ଜିନ୍ଦଲ ଷ୍ଟିଲକୁ ବିଭିନ୍ନ ବର୍ଗରେ ମୋଟ୧୬ଟି ପୁରସ୍କାର ମିଳିଛି। କାଶିଆ ଆଇରନ ଏଣ୍ଡ ଡୋଲୋମାଇଟ ମାଇନ୍ସ,…

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

ଭୁବନେଶ୍ୱର: କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ । ରାଜ୍ୟସଭା ନିର୍ବାଚନରେ ଦଳ ବିରୋଧୀ କାର୍ଯ୍ୟ କରିବାରୁ ସାନଖେମୁଣ୍ଡି ବିଧାୟକ ରମେଶ ଜେନା, ମୋହନା ବିଧାୟକ ଦାସରଥି ଗମାଙ୍ଗୋ, ବାରବାଟୀ କଟକ ବିଧାୟିକା ସୋଫିଆ ଫିର୍ଦ୍ଦୋଶଙ୍କୁ କଂଗ୍ରେସ ଦଳରୁ ନିଲମ୍ବନ କରିଛି…

ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଉଦ୍‌ଯାପିତ

ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଉଦ୍‌ଯାପିତ ଭଟଲି (ଅଭିମନ୍ୟୁ ପଧାନ ):- ଭଟଲି ବ୍ଲକ୍‌ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ସୋମବାର ଉଦ୍‌ଯାପିତ ହୋଇଯାଇଛି। ଭଟଲି ଗୋଷ୍ଠୀ ଅନ୍ତର୍ନିବେଶୀ ଶିକ୍ଷାକେନ୍ଦ୍ରଠାରେ ଶନିବାରରୁ ଆରମ୍ଭ ହୋଇଥିବା ଏହି ଦୁଇଦିନିଆ କର୍ମଶାଳାରେ ଭଟଲି ଗୋଷ୍ଠୀ…

ଆଗକୁ ରାଜ୍ୟରେ ବଡ ରାଜନୈତିକ ପରିବର୍ତ୍ତନ: ବିଜୟ ମହାପାତ୍ର

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନକୁ ନେଇ ବିଜୟ ମହାପାତ୍ରଙ୍କ ବଡ ବୟାନ । ଆଗକୁ ରାଜ୍ୟରେ ଏକ ବଡ ରାଜନୈତିକ ପରିବର୍ତ୍ତନ ହେବ କହିଛନ୍ତି । ୬ ମାସ ତଳେ କହିଥିଲି ୨୦୨୬ ନିର୍ଣ୍ଣାୟକ ହେବ । କାଚ ଘରେ ସ୍ୱପ୍ନ ଦେଖୁଥିବା…

ଫ୍ୟାକ୍ଟ ଫାଇଣ୍ଡିଙ୍ଗ୍ ଟିମ୍ ଗଠନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଟକ ଏସ୍.ସି.ବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଯାଇଥିବା ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡ ଏବଂ ଏଥିପାଇଁ ରୋଗୀମାନଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏକ ଫ୍ୟାକ୍ଟ ଫାଇଣ୍ଡିଙ୍ଗ୍ ଟିମ୍ ଗଠନ କରିଛନ୍ତି। କେଉଁ କାରଣରୁ ଏଭଳି ଦୁର୍ଭାଗ୍ୟଜନକ…

ଅଗ୍ନିକାଣ୍ଡ କ୍ଷତିଗ୍ରସ୍ତ କଟକ ବଡ଼ ଡାକ୍ତରଖାନା ଆଇସିୟୁ ବୁଲି ଦେଖିବା ସହ ଆହତ ରୋଗୀଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର: ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟା ରେ କଟକ ଯାଇ ଅଗ୍ନିକାଣ୍ଡ କ୍ଷତିଗ୍ରସ୍ତ SCB ମେଡିକାଲ କଲେଜ ର ଆଇସିୟୁ ବୁଲି ଦେଖିବା ସହ ସ୍ଥାନାନ୍ତର ହୋଇଥିବା ଆହତ ରୋଗୀ ଙ୍କୁ ଭେଟି ଥିଲେ ଓ…

ଏସ୍‌ସିବି ମେଡିକାଲରେ ଅଗ୍ନିକାଣ୍ଡରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ରାଜ୍ୟ ବିଜେପିର ଶୋକ

ଭୁବନେଶ୍ୱର: କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଅଗିକାଣ୍ଡ ଯୋଗୁ ସ୍ଥାନାନ୍ତର ସମୟରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୫ଜଣ ଗୁରୁତର ହୋଇଛନ୍ତି। ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଗଭୀର…

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଜୟଦେବ ସମାରୋହ-୨୦୨୬ ଉଦ୍‌ଘାଟିତ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ୬୦ତମ ବାର୍ଷିକ ଉତ୍ସବ “ଜୟଦେବ ସମାରୋହ-୨୦୨୬” ଆଜି ଉଦ୍‌ଘାଟିତ ହୋଇଯାଇଛି। ମାର୍ଚ୍ଚ ୧୬ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ୪ଦିନ ଧରି ଉତ୍କଳ ମଣ୍ଡପ ଠାରେ…

ଆଜିର ରାଶିଫଳ (୧୭ ମାର୍ଚ୍ଚ ୨୦୨୬)

ଆଜି ମାର୍ଚ୍ଚ ୧୭ ତାରିଖ, ମଙ୍ଗଳବାର। ଜାଗ୍ରତ ଭାରତ ନ୍ୟୂଜର ସମସ୍ତ ପାଠକ ଓ ଦର୍ଶକମାନଙ୍କୁ ଆଜିର ରାଶିଫଳରେ ସ୍ୱାଗତ। ଆଜିର ରାଶିଫଳ (୧୭ ମାର୍ଚ୍ଚ ୨୦୨୬) ରାଶି ଭାଗ୍ୟଫଳ ଶୁଭ ରଙ୍ଗ ଶୁଭ ସଂଖ୍ୟା ପ୍ରତିକାର ମେଷ କର୍ମକ୍ଷେତ୍ରରେ ସଫଳତା…