Category: ଭୁବନେଶ୍ବର

ବ୍ଲାଙ୍କ ଚେକ୍ ଦେଇ କଂଗ୍ରେସ ବିଧାୟକଙ୍କୁ ୫ କୋଟି ଲେଖାଏଁ ଯାଚୁଛନ୍ତି – ସପ୍ତଗିରି

ନୁଆଦିଲ୍ଲୀ : ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ। ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ। ଏଥିଲାଗି ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଆଜି ଘୋଡା ବେପାର…

“ଗ୍ରାମୋଦୟ” ଅଭିଯାନ: ମାଓ ପ୍ରଭାବିତ ଅଞ୍ଚଳର ଯୁବପିଢ଼ିଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା; ୪୮୫ ଗ୍ରାମକୁ ମିଳିବ କ୍ରୀଡ଼ା ସାମଗ୍ରୀ

ଭୁବନେଶ୍ୱର: ଓଡ଼ିଶାର ଦୁର୍ଗମ ତଥା ମାଓ ପ୍ରଭାବିତ ଅଞ୍ଚଳର ଯୁବପିଢ଼ିଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ଏବଂ ସେମାନଙ୍କ ମଧ୍ୟରେ କ୍ରୀଡ଼ା ପ୍ରତିଭାର ବିକାଶ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନକ୍ରମେ କ୍ରୀଡ଼ା…

୧୬ରେ ବିଧାନସଭା ବୈଠକ ବନ୍ଦ

ରାଜ୍ୟସଭା ନିର୍ବାଚନ ଲାଗି ଚଳିତ ମାସ ୧୬ ପୂର୍ବାହ୍ଣ ୯ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ଥିବାରୁ ଏହିଦିନ ବିଧାନସଭା ବୈଠକ ହେବନାହିଁ। ଶୁକ୍ରବାର ଗୃହରେ ଗୃହୀତ କାର୍ଯ୍ୟ ପରାମର୍ଶଦାତା କମିଟିଙ୍କ ରିପୋର୍ଟ ଅନୁଯାୟୀ ଏହା ସ୍ଥିରିକୃତ ହୋଇଛି। ମାର୍ଚ୍ଚ…

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

ଭୁବନେଶ୍ଵର: ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଆଗାମୀ ରଥଯାତ୍ରା ପାଇଁ ପୁଲିସ ବ୍ୟବସ୍ଥା କରିବାର ଦାୟିତ୍ୱ ଦିଆଯାଇଛି। ଅତିରିକ୍ତ ଡିଜି ଶ୍ରୀ ପ୍ରିୟଦର୍ଶୀ ରଥଯାତ୍ରା ସମୟରେ ଆଇନଶୃଙ୍ଖଳା ଏବଂ ସୁରକ୍ଷା ଦାୟିତ୍ୱରେ ନିୟୋଜିତ ହେବାକୁ ଥିବା ବିଭିନ୍ନ ପୁଲିସ ୟୁନିଟ୍…

ଆଜିର ରାଶିଫଳ (୧୫ ମାର୍ଚ୍ଚ ୨୦୨୬)

ଆଜି ରବିବାର, ୧୫ ମାର୍ଚ୍ଚ ୨୦୨୬, ‘ଜାଗ୍ରତ ଭାରତ ନ୍ୟୂଜ’ର ସମସ୍ତ ପାଠକ ଓ ଦର୍ଶକମାନଙ୍କ ପାଇଁ ଆଜିର ଦିନଟି କିପରି ରହିବ, ଆସନ୍ତୁ ଜାଣିବା: ​ଆଜିର ରାଶିଫଳ (୧୫ ମାର୍ଚ୍ଚ ୨୦୨୬) ​ମେଷ (Aries) ​ଆଜି ଆପଣଙ୍କ ପାଇଁ କର୍ମକ୍ଷେତ୍ରରେ…

ଓଡ଼ିଶା କଂଗ୍ରେସ ବିଧାୟକଙ୍କୁ ଭେଟିଲେ କର୍ଣ୍ଣାଟକ ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର

କର୍ଣ୍ଣାଟକ ର ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର, ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ ଭକ୍ତ ଚରଣ ଦାସଙ୍କ ସହ ବେଙ୍ଗଲୁରୁରେ ଓଡ଼ିଶାର କଂଗ୍ରେସ ବିଧାୟକ ମାନଙ୍କ ସହ ସାକ୍ଷାତ କରିଛନ୍ତି । ମାର୍ଚ୍ଚ ୧୬ ତାରିଖରେ ହେବାକୁ ଥିବା ରାଜ୍ୟସଭା ନିର୍ବାଚନ…

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

ନୁଆଦିଲ୍ଲୀ: କଟକ-ଭୁବନେଶ୍ୱର ଦ୍ୱୈତନଗରୀର ଯୋଗାଯୋଗ ଲାଗି ନୂଆ ରେଲଓ୍ୱେ ଲାଇନ ଅନୁମୋଦନ ହେବାକୁ ଯାଉଛି। ପ୍ରତି ଅଧଘଣ୍ଟାରେ ଥରେ ଗୋଟିଏ ନମୋ ଭାରତ ଟ୍ରେନ ଚାଲିବ ବୋଲି ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ କହିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଶ୍ରୀ…

ରାଜ୍ୟସଭା ନିର୍ବାଚନ: ବିଜେଡିର ମକ ପୋଲିଂ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ନେଇ ବିଧାନସଭାରେ ବିଜେଡିର ମକ ପୋଲିଂ । ଏନେଇ ବିଜେଡି ବିଧାୟକ ସାରଦା ଜେନା ସୂଚନା ଦେଇଛନ୍ତି । ବିଜେଡି ବିଧାୟକମାନେ ଯୋଗ ଦେଇ ନିର୍ବାଚନ ପ୍ରକ୍ରିୟା ବାବଦରେ ବୁଝିବେ । ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି…

ଆଦର୍ଶ ବିଦ୍ୟାଳୟରେ ଖାଲି ପଡ଼ିଛି ୧୮୨୯ ଶିକ୍ଷକ ପଦବୀ

ରାଜ୍ୟର ସମସ୍ତ ଆଦର୍ଶ ବିଦ୍ୟାଳୟରେ ମୋଟ ୧୮୨୯ ଶିକ୍ଷକ ପଦବୀ ଖାଲି ପଡ଼ିଛି। ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବିଧାନସଭାରେ ସୂଚନା ଦେଇଛନ୍ତି। ଆଜି ଗୃହରେ ସିମୁଳିଆ ବିଧାୟକ ପଦ୍ମଲୋଚନ ପଣ୍ଡାଙ୍କ ପ୍ରଶ୍ନର ଲିଖିତ ଉତ୍ତରରେ…

‘ବିକଶିତ ଓଡ଼ିଶା ୨୦୩୬’ର ପରିକଳ୍ପନାକୁ ସୁଦୃଢ଼ କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ

ଭୁବନେଶ୍ୱର: ମାନ୍ୟବର ଶିଳ୍ପ ମନ୍ତ୍ରୀ ଶ୍ରୀଯୁକ୍ତ ସମ୍ପଦ ଚନ୍ଦ୍ର ସ୍ୱାଇଁ ଆଜି ରାଜ୍ୟ ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଶିଳ୍ପ ବିଭାଗର ବଜେଟ୍ ଆକଳନ ଉପସ୍ଥାପନ କରିଛନ୍ତି, ଯାହାକି ପାରିତ ହୋଇଯାଇଛି । ଏହା ଶିଳ୍ପ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା,…