ମୁକ୍ତିଲାଭ କଲା ଓଡ଼ିଆ ଚଳଚ୍ଚିତ୍ର “ଚାରିକାନ୍ଧ”
ରିତୁପ୍ରିୟା ପ୍ରଡ଼କ୍ସନ ବ୍ୟାନରରେ ନିର୍ମିତ ହୋଇଥିବା ଓଡ଼ିଆ ସିନେମା ଚାରିକାନ୍ଧ ବଡ଼ ପରଦାରେ ମୁକ୍ତିଲାଭ କରିଛି l ଯାହାର ପ୍ରିମିୟର ଶୋ ଭୁବନେଶ୍ୱର ସ୍ଥିତ ପିଭିଆର ରେ ହୋଇଥିଲା l ବର୍ତ୍ତମାନର ସାମାଜିକ ପରିସ୍ଥିତିରେ ମଣିଷର ମୃତ୍ୟୁ ପରେ ମଶାଣିକୁ ନେବା…
