Category: ଭୁବନେଶ୍ବର

୫ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ୍‌ ଶାହା

ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ । ମାର୍ଚ୍ଚ ୫ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ । ମାର୍ଚ୍ଚ ୬ ତାରିଖରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟ ସୂଚୀ ରହିଛି ।…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଶୁକ୍ରବାର ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ଓଡ଼ିଶାର ଦଳର ସାଂଗଠନିକ ସ୍ଥିତି ଓ ସମନ୍ବୟ ଉପରେ ଆଲୋଚନା କରିଛନ୍ତି।ବୈଠକ ପରେ ମୁଖ୍ୟମନ୍ତ୍ରୀ ‘ଏକ୍ସ’ରେ…

ପ୍ରୀତିରଞ୍ଜନଙ୍କ ନିର୍ବାଚନୀ ମାମଲା ହାଇକୋର୍ଟରେ ଖାରଜ

କଟକ: ଓଡିଶା ହାଇକୋର୍ଟରେ ଖାରଜ ହେଲା ଡାନି ଘଡେଇଙ୍କ ନିର୍ବାଚନୀ ମାମଲା । ବିଜେଡିର ପରାଜିତ ପ୍ରାର୍ଥୀ ପ୍ରୀତିରଞ୍ଜନ ଘଡେଇଙ୍କ ନିର୍ବାଚନୀ ମାମଲା ଖାରଜ ହୋଇଛି । ବିଦାୟକ ତଥା ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଆବେଦନକୁ ଗ୍ରହଣ କରି ହାଇକୋର୍ଟ…

ଅପରେସନ ସାଇବର କବଚ: ୧୮୧୧୯ଟି ମ୍ୟୁଲ୍ (ବେନାମୀ) ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ, ୨୬୨ ଜଣ ଅଭିଯୁକ୍ତ ଗିରଫ

ସାଇବର ଅପରାଧ ଉପରେ ଲଗାମ ଲଗାଇବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ ହୋଇଥିବା ବିଶେଷ ଅଭିଯାନ ‘ଅପରେସନ ସାଇବର କବଚ’ ସମଗ୍ର ରାଜ୍ୟରେ ଜାରି ରହିଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଏସ୍‌.ପି.…

ଆଜିର ରାଶିଫଳ

ଆଜି ଶନିବାର, ୨୮ ଫେବୃଆରୀ ୨୦୨୬। ଜାଗ୍ରତ ଭାରତ ନ୍ୟୂଜର ସମସ୍ତ ପାଠକ ଓ ଦର୍ଶକଙ୍କ ପାଇଁ ଆଜିର ଦିନଟି କିପରି ରହିବ, ଆସନ୍ତୁ ଜାଣିବା: ​🐏 ମେଷ (Aries) ​🐂 ବୃଷ (Taurus) ​👨‍👧‍👦 ମିଥୁନ (Gemini) ​🦀 କର୍କଟ…

ରାଜଧାନୀ ଭୁବନେଶ୍ୱରରେ ନିର୍ମାଣ ହେବ ଜନ ଆଶ୍ରୟ ଭବନ

ରାଜଧାନୀ ଭୁବନେଶ୍ୱରରେ ନିର୍ମାଣ ହେବ ଜନ ଆଶ୍ରୟ ଭବନ । ମାଷ୍ଟର କ୍ୟାଣ୍ଟିନ ଛକରେ ୫ ଏକର ଜମିରେ ନିର୍ମାଣ ହେବ । ଏନେଇ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଭିନ୍ନ ଜିଲ୍ଲାରୁ ରାଜଧାନୀ ଆସୁଥିବା ଲୋକେ ଏଠାରେ…

“ଭୁଲିଯାଅ ସବୁ ଭେଦଭାବ, ହୋଲିରେ ଖେଳିବା ପ୍ରେମର ରଙ୍ଗ: ଜାଗ୍ରତ ଭାରତ ନ୍ୟୂଜର ବିଶେଷ ରିପୋର୍ଟ”

ଓଡ଼ିଶାର ପାରମ୍ପରିକ ସଂସ୍କୃତି ଓ ଗଣପର୍ବକୁ ଆଧାର କରି ଜାଗ୍ରତ ଭାରତ ନ୍ୟୂଜ ର ଏକ ବିଶେଷ ରିପୋର୍ଟ ନିମ୍ନରେ ପ୍ରସ୍ତୁତ କରାଗଲା: ​ବିଶେଷ ରିପୋର୍ଟ: ଓଡ଼ିଶାରେ ଫଗୁ ଦଶମୀ ଓ ହୋଲିର ଆଧ୍ୟାତ୍ମିକ ପରମ୍ପରା ​ ​ଓଡ଼ିଶାର ବାର ମାସରେ…

ଭୁବନେଶ୍ୱରରେ ୫ଟି ସ୍ଥାନରେ କୋଲକାତା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢ଼ଉ

ରାଜଧାନୀ ଭୁବନେଶ୍ୱରରେ ୫ଟି ସ୍ଥାନରେ କୋଲକାତା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢ଼ଉ କରିଛି । ଅର୍ଥ ହେରଫେର୍ ଏବଂ ଜମି ଜାଲିଆତି ନେଇ ସକାଳୁ ସକାଳୁ ବଡ଼ ଧରଣର ଚଢ଼ଉ କରାଯାଇଛି । ହାଇଟେକ୍ ମେଡ଼ିକାଲ କଲେଜ ଓ ଭାରତୀୟ ବିଜ୍ଞାନ ବିକାଶ…

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

ଭୁବନେଶ୍ୱର: ଅଖିଳ ଭାରତ ମହିଳା କଂଗ୍ରେସ ସଭାନେତ୍ରୀ ଅଳଙ୍କା ଲାମ୍ବାଙ୍କ ନିର୍ଦ୍ଦେଶକ୍ରମେ ଆଜି ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ଶ୍ରୀମତୀ ମିନାକ୍ଷୀ ବାହିନିପତିଙ୍କ ନେତୃତ୍ୱର ଭୁବନେଶ୍ୱରର ମାଷ୍ଟରକ୍ୟାଂଟିନ ଏବଂ କୋରାପୁଟ ଜିଲ୍ଲାର ଜୟପୁର ଠାରେ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା…

ଚିଲିକାରେ ବିଜେପି ବିଜେଡି ଦୁଇ ଗୋଷ୍ଠୀ ମୁହାଁମୁହିଁ: ଜଣେ ଗୁରୁତର

ଚିଲିକା/ବାଣପୁର: ବାଣପୁର ଅନ୍ତର୍ଗତ ନନ୍ଦପୁର ଗ୍ରାମ ପଞ୍ଚାୟତର ଭେଷରୀ ଗ୍ରାମରେ ବିଜେପି ବିଜେଡି ଦୁଇ ଗୋଷ୍ଠୀଙ୍କ ମୁଁହାମୁହିଁ ଗଣ୍ଡଗୋଳରେ ଜଣେ ଗୁରୁତର ହୋଇଥିବା ଖବର ହସ୍ତଗତ ହୋଇଛି। ଗୁରୁତର ବ୍ୟକ୍ତିଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ଖବରରୁ ଜଣାପଡିଛି…