Category: ଭୁବନେଶ୍ବର

‘ନିଶାମୁକ୍ତ ଓଡ଼ିଶା ଅଭିଯାନ’: ୨୨୫ କୋଟି ମୂଲ୍ୟର ହାଶିଶ ତେଲ ଓ ୫ କୋଟିର ଗଞ୍ଜେଇ ଜବତ

ଭୁବନେଶ୍ଵର: ଆଜି କୋରାପୁଟ ଜିଲ୍ଲା ପୋଲିସ ନିଶାଦ୍ରବ୍ୟ ବିରୋଧୀ ଅଭିଯାନରେ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଓଡ଼ିଶା-ଆନ୍ଧ୍ରପ୍ରଦେଶ ସୀମା ନିକଟସ୍ଥ ପାଡୁଆ ଥାନା ଅଧୀନ ଝୋଲାପୁଟ ଜଙ୍ଗଲ ଅଞ୍ଚଳରେ ଚାଲୁଥିବା ଏକ ଅସ୍ଥାୟୀ ମାନୁଫ୍ୟାକ୍ଚରିଂ ୟୁନିଟ୍‌ ଉପରେ ଚଢ଼ାଉ କରି…

ନୂଆଦିଲ୍ଲୀରେ ଓଡ଼ିଶା ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ନୁଆଦିଲ୍ଲୀରେ ଓଡ଼ିଶା ଭବନର ନୂତନ ବିଲ୍‍ଡିଂ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ। ଏହି ନୂତନ ଭବନର ନିର୍ମାଣ ଶୈଳୀରେ ପ୍ରତିଫଳିତ ହେବ ଓଡ଼ିଶାର ସମୃଦ୍ଧ କଳା ଓ ସଂସ୍କୃତିର ଝଲକ। ଏଥିପାଇଁ ମୋଟ ୯୩.୨୭ କୋଟି ଟଙ୍କା ବ୍ୟୟ ହେବ। ଏଥିରେ ୩ଟି…

ଆଜିର ରାଶିଫଳ: ୨୭ ଫେବୃଆରୀ ୨୦୨୬ (ଶୁକ୍ରବାର)

ନମସ୍କାର! ଜାଗ୍ରତ ଭାରତ ନ୍ୟୂଜର ସମସ୍ତ ପାଠକ ଓ ଦର୍ଶକଙ୍କ ପାଇଁ ଶୁଭ ସଂଖ୍ୟା, ଶୁଭ ରଙ୍ଗ ଏବଂ ପ୍ରତିକାର ସହ ଆଜିର ରାଶିଫଳ ଏଠାରେ ପ୍ରଦତ୍ତ ହେଲା: ​ଆଜିର ରାଶିଫଳ: ୨୭ ଫେବୃଆରୀ ୨୦୨୬ (ଶୁକ୍ରବାର) ରାଶି ଶୁଭ ଅଙ୍କ…

“ଘରେ ସୁଖ-ସମୃଦ୍ଧିର ଆଗମନ ଓ ମା’ ଲକ୍ଷ୍ମୀଙ୍କ ଅପାର କୃପା ପ୍ରାପ୍ତି ପାଇଁ ସୁଦଶା ବ୍ରତ ପାଳନ”

ଓଡ଼ିଶାର ପୁରପଲ୍ଲୀରେ ମାଆ ଲକ୍ଷ୍ମୀଙ୍କ ଅପାର କୃପା: ଜାଣନ୍ତୁ କାହିଁକି ପାଳନ କରାଯାଏ ‘ସୁଦଶା ବ୍ରତ’ ଓଡ଼ିଆ ଘରର ପର୍ବପର୍ବାଣୀ ଏବଂ ଓଷାବ୍ରତ ମଧ୍ୟରେ ‘ସୁଦଶା ବ୍ରତ’ର ଏକ ସ୍ୱତନ୍ତ୍ର ସ୍ଥାନ ରହିଛି। ବିଶେଷ କରି ସଧବା ମହିଳାମାନେ ନିଜ ପରିବାରର…

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ

ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି​​​​​​​ ପ୍ରକାଶ ପାଇଲା । ମାର୍ଚ୍ଚ ୧୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ…

ଖଣି ଅଧିକାରୀଙ୍କ ଘରୁ ୪ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜବତ; ଓଡ଼ିଶା ଭିଜିଲାନ୍ସ ଇତିହାସରେ ସର୍ବାଧିକ

ଏକ ବଡ଼ ଦୁର୍ନୀତି ବିରୋଧୀ ଅଭିଯାନରେ, ଖଣି ଅଧିକାରୀ ଦେବବ୍ରତ ମହାନ୍ତିଙ୍କ ଘରୁ ୪ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜବତ ହୋଇଛି । କଟକ ସର୍କଲ ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ ଭୁବନେଶ୍ୱର ସ୍ଥିତ ଫ୍ଲାଟ୍‌ରେ ଟ୍ରଲି ବ୍ୟାଗ୍‌ରୁ ଏହି ଟଙ୍କା…

ଆସନ୍ତା ୨୪ ବର୍ଷ ଯାଏ ବିଜେଡି ଶାସନକୁ ଫେରିବେନି: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବିଜେଡିର ଚାଷୀ ଆନ୍ଦୋଳନକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିରୋଧୀଦଳ ଉପରେ ବର୍ଷିଛନ୍ତି । ସେ କହିଛନ୍ତି ଯେ, ବିରୋଧୀଦଳ ଚାଷୀଙ୍କ ନାଁରେ ରାଜନୀତି କରି ଗୃହକୁ ଅଚଳ କରୁଛନ୍ତି । ବିରୋଧୀଦଳର ଭୂମିକା ନିର୍ବାହ ନ କରି କେବଳ ହୋ…

ମହିଳା ଓ ଶିଶୁ ବିକାଶ ବିଭାଗର ସମୀକ୍ଷା ବୈଠକ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମର ଅଗ୍ରଗତି ନେଇ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ…

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ ସମାରୋହରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଶ୍ରୀ ଜଗନ୍ନାଥ ମନ୍ଦିରର ଉଦ୍‌ଘାଟନ କେବଳ ଏକ ସ୍ଥାପତ୍ୟର ଶୁଭାରମ୍ଭ ନୁହେଁ ମାତ୍ର ଏହା ଆସ୍ଥା, ସଂସ୍କୃତି ଏବଂ ଆଧ୍ୟାତ୍ମିକ ଚେତନାର ପୁନଃଜାଗରଣ ବୋଲି ପ୍ରୟାଗରାଜର ପବିତ୍ର ତ୍ରିବେଣୀ ସଙ୍ଗମ କୂଳରେ ନିର୍ମିତ ଜଗନ୍ନାଥ ମନ୍ଦିର ଉଦଘାଟନ ଅବସରରେ…

ଆଜିର ରାଶିଫଳ

ଆଜି ଗୁରୁବାର, ୨୬ ଫେବୃଆରୀ ୨୦୨୬, ଜାଗ୍ରତ ଭାରତ ନ୍ୟୂଜର ସମସ୍ତ ପାଠକ ଓ ଦର୍ଶକଙ୍କ ପାଇଁ ଆଜିର ଦିନଟି କିପରି ରହିବ, ଆସନ୍ତୁ ଜାଣିବା: ​🐏 ମେଷ (Aries) ​🐂 ବୃଷ (Taurus) ​👩‍❤️‍👨 ମିଥୁନ (Gemini) ​🦀 କର୍କଟ…