Category: ଭୁବନେଶ୍ବର

ରାଜରାସ୍ତାରେ କନିଷ୍ଠ ଶିକ୍ଷକ ଆଶାୟୀ, ବଳକା ପଦବୀ ପୂରଣ କରିବାକୁ ଦାବି କରୁଛନ୍ତି ଆଶାୟୀ

ରାଜରାସ୍ତାରେ କନିଷ୍ଠ ଶିକ୍ଷକ ଆଶାୟୀ । ଦ୍ବିତୀୟ ମେରିଟ୍ ଲିଷ୍ଟ ବାହାର କରିବା ସହ ବଳକା ପଦବୀ ପୂରଣ କରିବାକୁ ଦାବି କରୁଛନ୍ତି ଆଶାୟୀ । ୨୦୨୩ ରେ ରାଜ୍ୟ ସରକାରଙ୍କ ପକ୍ଷରୁ, ୨ ହଜାର କନିଷ୍ଠ ଶିକ୍ଷକ ପଦ ପାଇଁ…

ରାଜ୍ୟରେ ସବୁଠି ବିକ୍ରି ହେଉଛି ଅପମିଶ୍ରିତ ଖାଦ୍ୟ

ରଜ୍ୟରେ ସବୁଠି ବିକ୍ରି ହେଉଛି ଅପମିଶ୍ରିତ ଖାଦ୍ୟ । ବିଧାନସଭାରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଉତ୍ତରରୁ ଏହା ସ୍ପଷ୍ଟ ହୋଇଛି । ଅପମିଶ୍ରିତ ଖାଦ୍ୟ ତାଲିକାରେ ହର୍ଲିକ୍ସ, ଦହି, କ୍ଷୀର, ଛେନା ପାଣି ,ବ୍ରେଡ, ମସଲା , ସୋରିଷ ତେଲ, ସୂର୍ଯ୍ୟମୁଖୀ ତେଲ,…

୫ ବର୍ଷରେ ୩୧୦ ସରକାରୀ ଅଧିକାରୀ ଗିରଫ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତ ୫ ବର୍ଷରେ ୩୧୦ଜଣ ସରକାରୀ ଅଧିକାରୀ ଓ କର୍ମଚାରୀ ଗିରଫ ହୋଇଛନ୍ତି । ସୋମବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି । ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ…

ପଦ୍ମ ଧରିବେ ଅନନ୍ତଙ୍କ ପୁଅ ଅଭିଜିତ

ଭୋଗରାଇ: ପଦ୍ମ ଧରିବେ ପୂର୍ବତନ ବିଜେଡି ନେତା ଅନନ୍ତ ଦାସଙ୍କ ପୁଅ ଅଭିଜିତ ଦାସ । ବିଜେଡିକୁ ଝଟ୍‌କା ଦେଇ ବିଜେପିରେ ଯୋଗଦେବେ ଭୋଗରାଇର ପୂର୍ବତନ ବିଧାୟକ ତଥା ପ୍ରାକ୍ତନ ମନ୍ତ୍ରୀ ଅନନ୍ତ ଦାସଙ୍କ ପୁଅ ଅଭିଜିତ ଦାସ। ଏନେଇ ଖୋଦ…

ରାଜ୍ୟରେ ଅଛନ୍ତି ୪୦ ସକ୍ରିୟ ମାଓବାଦୀ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ରାଜ୍ୟରେ ୪୦ ସକ୍ରିୟ ମାଓବାଦୀ ଅଛନ୍ତି । ସୋମବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମହୋନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ବରଗଡ଼ରେ ମାଓବାଦୀମାନେ ସକ୍ରିୟ ଅଛନ୍ତି । ଏହି…

ପ୍ରଶ୍ନୋତ୍ତର କାଳ ଆରମ୍ଭରୁ ବିରୋଧୀଙ୍କ ହୋହଲ୍ଲା, ଗୃହ ମୁଲତବୀ, ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ

ଆଜି ବିଧାନସଭା ବଜେଟ୍ ଅଧିବେଶନର ଷଷ୍ଠ ଦିନ। ଆଜି ପ୍ରଶ୍ନତ୍ତୋର କାଳ ଆରମ୍ଭ ରୁ ବିରୋଧୀମାନେ ହୋହାଲ୍ଲା ଏବଂ ନାରାବାଜି କରିଥିଲେ। ବିଜେଡି ସଦସ୍ୟମାନେ ଗୃହରେ ଚାଷୀ ପ୍ରସଙ୍ଗ ଉଠାଇଥିବାବେଳେ କଂଗ୍ରେସ ଏପଷ୍ଟିନ୍ ଫାଇଲ୍ ଘଟଣା ଉଠାଇଥିଲା। ମାତ୍ର ୬ ମିନିଟ୍…

“ବଢୁଛି ସୁଗାର ରୋଗୀଙ୍କ ସଂଖ୍ୟା: ଆପଣଙ୍କ ଜୀବନଶୈଳୀ ଆପଣଙ୍କ ପାଇଁ ବିପଦ ନୁହେଁ ତ?”

ନମସ୍କାର, ଜାଗ୍ରତ ଭାରତ ନ୍ୟୂଜର ଦର୍ଶକବନ୍ଧୁମାନଙ୍କ ପାଇଁ ମଧୁମେହ (Diabetes) ବା ସୁଗାର ବେମାରୀ ଉପରେ ଏକ ସ୍ୱତନ୍ତ୍ର ରିପୋର୍ଟ ନିମ୍ନରେ ପ୍ରସ୍ତୁତ କରାଯାଇଛି: ​ସ୍ୱତନ୍ତ୍ର ରିପୋର୍ଟ: ମଧୁମେହ – ଏକ ନିରବ ଘାତକ ​ଉପକ୍ରମ: ବର୍ତ୍ତମାନର ବଦଳୁଥିବା ଜୀବନଶୈଳୀ ଓ…

“ବେକାରୀ ସମସ୍ୟାର ସମାଧାନ: ନିଜ ଜାଗାରେ ଖୋଲନ୍ତୁ ଇଲେକ୍ଟ୍ରିକ ଗାଡ଼ି ଚାର୍ଜିଂ ପଏଣ୍ଟ, ମାସିକ କମାନ୍ତୁ ମୋଟା ଅଙ୍କର ମୁନାଫା”

ନମସ୍କାର, ‘ଜାଗ୍ରତ ଭାରତ ନ୍ୟୂଜ’ (Jagrat Bharat News) ପାଇଁ ଏକ ସ୍ବତନ୍ତ୍ର ରିପୋର୍ଟ। ବର୍ତ୍ତମାନ ସମୟରେ ଇଲେକ୍ଟ୍ରିକ୍ ଗାଡ଼ି (EV) ର ଚାହିଦା ବଢୁଥିବା ବେଳେ ଏହା ଏକ ଲାଭଜନକ ବ୍ୟବସାୟର ସୁଯୋଗ ଆଣିଦେଇଛି। ​ବିଶେଷ ରିପୋର୍ଟ: EV ଚାର୍ଜିଂ…

୨୬ରେ ଓଡିଶା ଗସ୍ତରେ ଆସିବେ ମହାନଦୀ ଟ୍ରିବ୍ୟୁନାଲ

ଆସନ୍ତା ୨୬ ତାରିଖରେ ଓଡିଶା ଗସ୍ତରେ ଆସିବେ ମହାନଦୀ ଟ୍ରିବ୍ୟୁନାଲ ଟିମ୍।ଫେବ୍ରୁଆରୀ ୨୬ ତାରିଖରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ, ସେମାନଙ୍କର ୪ ଦିନିଆ ଓଡିଶା ଗସ୍ତ ରହିଛି। ଏଥିରେ ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଓ ସଦସ୍ୟଙ୍କ ସହ ୧୦ ଜଣିଆ ଟିମ୍ ରେ…

ଘଡ଼ଘଡ଼ି ସହ ବର୍ଷା ନେଇ 16 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଆକାଶ ମେଘୁଆ ରହିବ । କାଲି ଘଡ଼ଘଡ଼ି ସହ…