Category: ଭୁବନେଶ୍ବର

ଏକ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀ

ନବରଙ୍ଗପୁର: ଏକ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ବୋଲି ଆଜି ନବରଙ୍ଗପୁରରୁ ରାଜ୍ୟବାସୀଙ୍କ ପାଇଁ ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ କରିବା ଅବସରରେ ମତବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ। ଅନେକ ସମୟରେ ଅର୍ଥାଭାବ ବା ପାରିବାରିକ…

ଓଡ଼ିଶା ପୋଲିସ ପକ୍ଷରୁ ରାଜ୍ୟବ୍ୟାପୀ ସ୍ୱତନ୍ତ୍ର ଅଭିଯାନ; “ଅପରେସନ୍ ସାଇବର କବଚ”ର ଶୁଭାରମ୍ଭ

ଭୁବନେଶ୍ଵର: ଓଡ଼ିଶାରେ ସାଇବର ସୁରକ୍ଷାକୁ ଆହୁରି ସୁଦୃଢ଼ ଏବଂ ସଂଗଠିତ କରାଯିବା ସହ ସାଇବର ଅପରାଧୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ରାଜ୍ୟବ୍ୟାପୀ ସ୍ୱତନ୍ତ୍ର ଅଭିଯାନ “ଅପରେସନ୍ ସାଇବର କବଚ” ଆରମ୍ଭ ହୋଇଛି। ରାଜ୍ୟ…

କେନ୍ଦୁଝରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଆଜି ପୂର୍ବାହ୍ନରେ ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଆସି ବଳଭଦ୍ରପୁର ଗ୍ରାମରେ ଓହ୍ଲାଥିଲେ। ସେଠାରେ ଟେକ୍ସଟାଇଲ…

ବଳଭଦ୍ରପୁରରେ ୧୦୦ କୋଟି ଟଙ୍କାର ଟେକ୍ସଟାଇଲ୍ ପାର୍କର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର ଜିଲ୍ଲାରେ ଶିଳ୍ପ ବିବିଧତା ଏବଂ ଡିଜିଟାଲ୍ ଭିତ୍ତିଭୂମି ବିକାଶରେ ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟାୟ ଯୋଡି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଧରଣୀଧର ବିଶ୍ୱବିଦ୍ୟାଳୟ ପରିସରରେ ୧୦୦ କୋଟି ଟଙ୍କାର ଟେକ୍ସଟାଇଲ୍ ପାର୍କ ଏବଂ ୧୮୭ କୋଟି ଟଙ୍କାର…

ମୁକ୍ତିଲାଭ କଲା ଓଡ଼ିଆ ଚଳଚ୍ଚିତ୍ର ‘ରକ୍ତ ଗୋଲାପ’, ସସ୍ପେନ୍ସ, ଥ୍ରୀଲରରେ ପୁରା ବାନ୍ଧି ହେଲେ ଦର୍ଶକ

ଧାଡିକୁ ଧାଡି ଓଡ଼ିଆ ଚଳଚ୍ଚିତ୍ର ମୁକ୍ତିଲାଭ କରିଥିବାକୁ ଲାଗିଥିବା ବେଳେ ବହୁ ଚର୍ଚ୍ଚିତ ଓଡ଼ିଆ ଚଳଚ୍ଚିତ୍ର ‘ରକ୍ତ ଗୋଲାପ’ ମୁକ୍ତିଲାଭ କରିଛି l ନିକଟରେ ଟ୍ରେଲର ଦର୍ଶକଙ୍କ ମନରେ ଏକ ଅଭୂଲା ସ୍ମୃତି ସୃଷ୍ଟି କରିଥିଲା। ତେବେ ସାରା ଓଡ଼ିଶାରେ ତିରିଶଟି…

ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ନବରଙ୍ଗପୁରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦ୍ବାରା ଶୁଭାରମ୍ଭ । ଜଗନ୍ନାଥଙ୍କ ଦର୍ଶନ ପାଇଁ ୧୪୮ ଜଣଙ୍କୁ ପୁରୀ ପଠାଇଲା ପ୍ରଶାସନ। OSRTC ବସ୍‌ରେ ପୁରୀ ବାହାରିଲେ, ପତାକା ଦେଖାଇଲେ ମୁଖ୍ୟମନ୍ତ୍ରୀ। ନବରଙ୍ଗପୁରରେ…

୧୮ ସୁଦ୍ଧା ଦାବି ପୂରଣ ନ ହେଲେ ୨୦ରୁ ରାଜ୍ୟବ୍ୟାପୀ ଆନ୍ଦୋଳନ ଚେତାବନୀ ଦେଲେ ପ୍ରମୂଖ ଠିକାଦାର ସଂଘ

ଆସନ୍ତା ୨୦ରୁ ୩ ପ୍ରମୁଖ ଠିକାଦାର ସଂଘ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ। ୧୮ ସୁଦ୍ଧା ୮ ଦଫା ଦାବି ପୂରଣ ନ ହେଲେ ୨୦ରୁ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛି ଠିକାଦାର ସଂଘ। ଫଳରେ ରାଜ୍ୟବ୍ୟାପୀ ସମସ୍ତ ସରକାରୀ ନିର୍ମାଣ…

୧୨ଟି ଖଣିଜ ବ୍ଲକ ପାଇଁ ନିଲାମ ପ୍ରକ୍ରିୟାରେ ଦାଖଲ ହୋଇଛି ୧୪୨ଟି ବିଡ୍‌

ଭୁବନେଶ୍ୱର: ଓଡ଼ିଶାରେ ଖଣିଜ ଉତ୍ପାଦନ ଓ ଶିଳ୍ପ ବିକାଶକୁ ଦୃଷ୍ଟିରେ ରଖି ୧୨ଟି ଖଣିଜ ବ୍ଲକ୍‌ର ନିଲାମ ହୋଇଛି। ନିଲାମରେ ସୁନ୍ଦରଗଡ଼, କେନ୍ଦୁଝର, କୋରାପୁଟ ଓ ନୂଆପଡ଼ା ଜିଲାର ଖଣିଜ ବ୍ଲକ୍‌ଗୁଡ଼ିକ ସାମିଲ ହୋଇଥିଲା। ଏଥିରେ ବିଶେଷକରି ଲୌହ, ବକ୍ସାଇଟ୍‌, ମାଙ୍ଗାନିଜ୍‌,…

ବହୁ ପରିମାଣରେ ଅଫିମ ଚାଷ ଉପରେ ପୁଲିସ୍‌ ଚଢାଉ, ୧୧ ଅଟକ

ଅନୁଗୋଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟରେ ଥିବା ଜଗନ୍ନାଥପୂର ପଞ୍ଚାୟତ ଟାକରସିଂହା ଗାଁରେ ଜିଲ୍ଲା ପୁଲିସ୍‌ ପକ୍ଷରୁ ଚଢାଉ ଜାରି ରହିଛି। ବହୁଳ ପରିମାଣରେ ଅଫିମ ଚାଷ କରୁଥିବା ନେଇ ବର୍ତ୍ତମାନ ପର୍ଯ୍ୟନ୍ତ ୧୧ ଜଣଙ୍କୁ ଥାନାରେ ଅଟକ ରଖାଯାଇଛି। ପୁଲିସ୍‌ ଏନେଇ…

ହସ୍ପିଟାଲରେ ଭର୍ତ୍ତି ହେଲେ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ

ଭୁବନେଶ୍ବର: ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଅସୁସ୍ଥ ଅଛନ୍ତି । ମସ୍ତିସ୍କାଘାତ ଯୋଗୁ ତାଙ୍କୁ ଗୁରୁତର ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ସେ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି । ଗତକାଲି ଭୁବନେଶ୍ୱରରେ ଏକ…