ପିୟୁସିସି ଫାଇନ କମାଇବା ଯୋଜନା ଚାଲିଛି: ମନ୍ତ୍ରୀ
ଭୁବନେଶ୍ୱର: ପିୟୁସିସି ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ ସୂଚନା ଦେଇଛନ୍ତି। ସମସ୍ତଙ୍କୁ ପିୟୁସିସି କରିବା ବାଧ୍ୟତାମୂଳକ କହିଛନ୍ତି ପରିବହନ ମନ୍ତ୍ରୀ । ଆହୁରି କହିଛନ୍ତି, ଟୋଲ ଗେଟରେ ପିୟୁସିସି ଫାଇନ କମାଇବା ପାଇଁ ଚାଲିଛି ଯୋଜନା। ୧୦ ହଜାର…
