ରାଉରକେଲା ବିମାନବନ୍ଦରର ହେବ ସମ୍ପ୍ରସାରଣ
ରାଉରକେଲା ବିମାନବନ୍ଦରର ହେବ ସମ୍ପ୍ରସାରଣ ଭୁବନେଶ୍ବର: ଖୁବଶୀଘ୍ର ରାଉରକେଲା ବିମାନବନ୍ଦର ଓ ଷ୍ଟିଲ୍ ପ୍ଲାଣ୍ଟର ହେବ ସମ୍ପ୍ରସାରଣ। ରାଉରକେଲା ଗସ୍ତ ସମୟରେ ଏହି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସମ୍ପ୍ରସାରଣ ନେଇ ଏକ ଟାସ୍କ ଫୋର୍ସ ଗଠନ କରାଯାଇଛି।…
ଠିକାଦାର ଡାଟାବେସ୍ ବ୍ୟବସ୍ଥାର ଶୁଭାରମ୍ଭ
ଭୁବନେଶ୍ୱର: ରାଜ୍ୟରେ ପୂର୍ତ୍ତ ବିଭାଗରେ କାମ କରୁଥିବା ଠିକାଦାରଙ୍କ ପାଇଁ ନୂଆ ବ୍ୟବସ୍ଥା । ଠିକାଦାର ଡାଟାବେସ୍ ମ୍ୟାନେଜମେଣ୍ଟ ସିଷ୍ଟମ ୩.୦ର ଶୁଭାରମ୍ଭ ହୋଇଛି । ଶୁଭାରମ୍ଭ କଲେ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଠିକାଦାର ପରିଚାଳନା…
UGC ବିବାଦ ପରେ କେନ୍ଦ୍ର ମନ୍ତ୍ରୀଙ୍କ ବଡ଼ ବୟାନ, ‘ଭରସା ଦେଉଛୁ କାହାର ଉତ୍ପୀଡ଼ନ ହେବାକୁ ଦିଆଯିବ ନାହିଁ
ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଦ୍ୱାରା ଜାରି ନୂଆ ଆଣ୍ଟି ଡିସ୍କ୍ରିମିନେସନ ନିୟମକୁ ନେଇ ଦେଶରେ ଏକ ବଡ଼ ବିତର୍କ ଆରମ୍ଭ ହୋଇଛି । ବିଭିନ୍ନ କଲେଜର ଛାତ୍ର ଓ ସଂଗଠନ ଦ୍ୱାରା କରାଯାଉଥିବା ବିରୋଧ ପ୍ରଦର୍ଶନ ଓ ରିଭର୍ସ ଡିସ୍କ୍ରିମିନେସନ…
ଓଡ଼ିଶା ପାଇଁ ନୁଆ ରାଜନୈତିକ ଦଳ ଗଠନ କରିବେ ମୋକିମ
ଭୁବନେଶ୍ବର – ନୂଆ ଦଳ ଗଠନକୁ ନେଇ ମହମ୍ମଦ ମୋକିମ୍ ଙ୍କ ସୂଚନା । ଗତ କିଛି ଦିନ ହେବ ତାଙ୍କ ନୂଆ ଦଳ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ଆଜି ସେ ବଡ଼ ଖୁଲାସା କରିଛନ୍ତି । ଓଡ଼ିଶା…
ଆସନ୍ତାକାଲି ସକାଳ ୬ରୁ ଅପରାହ୍ନ ୨ଟା ଯାଏ ଓଡ଼ିଶା ବନ୍ଦ
ଭୁବନେଶ୍ୱର: ଆସନ୍ତାକାଲି ସକାଳ ୬ଟାରୁ ଅପରାହ୍ନ ୨ଟା ଯାଏ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ନବନିର୍ମାଣ କୃଷକ ସଂଗଠନ ସହ ନବନିର୍ମାଣ ଯୁବଛାତ୍ର ସଂଗଠନ ମଧ୍ୟ ଏହି ବନ୍ଦ ଡାକରାରେ ସାମିଲ ହୋଇଛି । ବନ୍ଦ ଡାକରାକୁ ପୂର୍ଣ୍ଣ ସମର୍ଥନ ଜଣାଇଛି…
୨୦ ପୋଲିସ କର୍ମଚାରୀଙ୍କୁ ମିଳିଲା ରାଜ୍ୟପାଳ ପଦକ
ଦେଶ ପାଳୁଛି ୭୭ ତମ ସାଧାରଣତନ୍ତ୍ର ଦିବସ । ତ୍ରିରଙ୍ଗା ରଙ୍ଗରେ ରଂଗୀନ ସାରା ଦେଶ । ୨୦୨୫ ପାଇଁ ଗୃହ ବିଭାଗ ପକ୍ଷରୁ ଘୋଷଣା ହୋଇଥିଲା ରାଜ୍ୟପାଳ ପଦକ । ଆଜି ଏହି ଅବସରରେ ମୋଟ୍ ୨୦ ଜଣଙ୍କୁ ମିଳିଛି…
ଦିଲ୍ଲୀ କର୍ତ୍ତବ୍ୟ ପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼
ଦିଲ୍ଲୀ କର୍ତ୍ତବ୍ୟ ପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼, କୋରାପୁଟ୍ କଫି ଓ କୋଣାର୍କ ମନ୍ଦିର ପ୍ରଦର୍ଶିତ ହୋଇଛି । ଏଥି ସହିତ ଘୋଡ଼ା ନାଚ ପ୍ରଭୃତି ପ୍ରଦର୍ଶିତ ହୋଇଛି। ଆମର ବିଶ୍ୱ ପ୍ରସିଦ୍ଧ ସମ୍ବଲପୁରୀ ନୃତ୍ୟର ମନମୋହକ ପରିବେଷଣ, ପାରମ୍ପରିକ ଘୋଡ଼ା…
