୧୨ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ ଏଆରଆଇ
ଭିଜିଲାନ୍ସ ଜାଲରେ ଏଆରଆଇ । ୧୨ ହଜାର ଟଙ୍କା ଲାଞ୍ଚ ନେଲାବେଳେ ଧରିଲା ଭିଜିଲାନ୍ସ । କେନ୍ଦ୍ରାପଡା ଜିଲ୍ଲା ଡେରାବିସ ତହସିଲ ନିକିରେଇ ଏଆରଆଇ ଅଭିମନ୍ୟୁ ବେହେରା ଘର ବାରିପଟ୍ଟା କରାଇଦେବା ନାଁରେ ୧୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ।…
