Category: ଭୁବନେଶ୍ବର

ମନ୍ଥା ମୁକାବିଲା ପାଇଁ ପ୍ରସ୍ତୁତ ହେଉଛି ବିଏମସି

ଭୁବନେଶ୍ଵର: ରାଜଧାନୀରେ ମନ୍ଥା ମୁକାବିଲା ପାଇଁ ପ୍ରସ୍ତୁତ ହେଉଛି ବିଏମସି। ଭୁବନେଶ୍ଵରରେ ୫୦ ଆଶ୍ରୟସ୍ଥଳ ସହ ସବୁ ସରକାରୀ ସ୍କୁଲ ପ୍ରସ୍ତୁତ ଅଛି। ପ୍ରବଳ ବର୍ଷା , ପବନ ଯୋଗୁଁ ବହୁ ଗଛ ଭାଙ୍ଗିଯିବା ସହ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହେବାର…

ମୋନ୍ଥା ମୁକାବିଲାର ପ୍ରସ୍ତୁତି ସମୀକ୍ଷା କଲେ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ୱର : ବାତ୍ୟା ମୋନ୍ଥା ମୁକାବିଲାର ପ୍ରସ୍ତୁତି ସମୀକ୍ଷା କଲେ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ । ଏସଆରସିଙ୍କ କାର୍ଯ୍ୟାଳୟରେ ଉଚ୍ଚ ସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି । ମୋନ୍ଥା ମୁକାବିଲା ପାଇଁ ସରକାରୀ ପ୍ରସ୍ତୁତିର ସମୀକ୍ଷା…

ଆସନ୍ତା ୨୯ ରେ ଓଡ଼ିଶାରେ ଜନଶୁଣାଣି କରିବେ ଜାତୀୟ ପଛୁଆବର୍ଗ ଆୟୋଗ

ଭୁବନେଶ୍ୱର : ଆସନ୍ତା ୨୯ ତାରିଖରେ ଜାତୀୟ ପଛୁଆବର୍ଗ ଆୟୋଗ ଓଡ଼ିଶାରେ ଜନଶୁଣାଣି କରିବେ। ପଛୁଆବର୍ଗ ତାଲିକାରେ କେଉଁ ଜାତିଗୁଡ଼ିକୁ ନୂଆକରି ସାମିଲ କରାଯିବ ସେ ସଂପର୍କରେ ଆୟୋଗ ସମୀକ୍ଷା କରିବେ। ଜନଶୁଣାଣି କାର୍ଯ୍ୟକ୍ରମରେ ପଛୁଆବର୍ଗର ପ୍ରତିନିଧିମାନେ ଅଂଶଗ୍ରହଣ କରିବାକୁ ବିଜେପି…

ବାତ୍ୟା ମନ୍ଥା ପାଇଁ ୩୨ ଟ୍ରେନ୍ ବାତିଲ

ଦାଇକ୍ଲୋନ ମନ୍ଥାକୁ ଦୃଷ୍ଟି ରଖି ଯାତ୍ରୀ ସୁରକ୍ଷା ଏବଂ ଟ୍ରେନ ପରିଚାଳନା ନିରନ୍ତରତା ସୁନିଶ୍ଚିତ କରିବା ପାଇଁ ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳ ଦ୍ୱାରା ବ୍ୟାପକ ପ୍ରସ୍ତୁତି ହୋଇଛି। ପରିସ୍ଥିତିର ତଦାରଖ ପାଇଁ ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳ ଏହାର ମୁଖ୍ୟାଳୟରେ ୨୪ ଘଣ୍ଟିଆ…

ବାତ୍ୟାର ମୁକାବିଲା ପାଇଁ ଶ୍ରୀକାକୁଲମ ଓ ଭାଇଜାଗ୍ ଗଲା ଏନଡିଆରଏଫର ୩ଟି ଟିମ୍‌

ଭୁବନେଶ୍ବର: ବଙ୍ଗୋପସାଗରେ ଗଭୀର ଅବପାତ ରୂପ ନେଇଛି ବାତ୍ୟା ‘ମୋନ୍ଥା’ । ଘଣ୍ଟାପ୍ରତି ୧୫କିମି ବେଗରେ ମାଡି ଆସୁଛି ଏହି ସାମୁଦ୍ରିକ ଝଡ । ଗଞ୍ଜାମ ଓ ଗଜପତି ଜିଲାରେ ସକାଳୁ ପ୍ରବଳ ବର୍ଷା ହେଉଛି । ବାତ୍ୟା ମୋନ୍ଥା ପାଇଁ…

ବାତ୍ୟା ପ୍ରଭାବିତ ଅଞ୍ଚଳରେ ବନ୍ଦ ରହିବ ଅଙ୍ଗନବାଡ଼ି

ବାତ୍ୟା ପ୍ରଭାବିତ ଅଞ୍ଚଳରେ ବନ୍ଦ ରହିବ ଅଙ୍ଗନବାଡ଼ି। ଏ ନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହା ସହ ଗର୍ଭବତୀ ମହିଳାଙ୍କୁ ମେଡିକାଲକୁ ଆଣିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏ ସବୁ ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କୁ ଦାୟିତ୍ବ…

ପୁରୀରେ ହେବ ଅନ୍ତର୍ଜାତୀୟ କ୍ରୁଜ୍ ଟର୍ମିନାଲ, ୫୦୦ କୋଟି ଟଙ୍କାର ଚୁକ୍ତି

ଇଣ୍ଡିଆ ମାରିଟାଇମ୍ ଉଇକ୍ ୨୦୨୫ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାକୁ ପୂର୍ବ ଉପକୂଳର ଉଦୀୟମାନ ସାମୁଦ୍ରିକ ହବ୍ ରୂପେ ଉପସ୍ଥାପନ କରି ପୋର୍ଟ-ଆଧାରିତ ଅର୍ଥନୀତି ଗଢ଼ିବାକୁ ପ୍ରତିଶ୍ରୁତି ଦେଇଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ଉଦ୍‌ଘାଟନୀ ଅଧିବେଶନରେ ଯୋଗ…

କେନ୍ଦୁପତ୍ର ଉପରେ ଜିଏସଟି ୫%କୁ ହ୍ରାସ: ମୁଖ୍ୟମନ୍ତ୍ରୀ

ନୁଆଦିଲ୍ଲୀ: ଯଶସ୍ତ୍ରୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ “2047 ସୁଦ୍ଧା ବିକଶିତ ଭାରତ” ପରିକଳ୍ପନ ଳ୍ପନାକୁ ସାକାର କରିବା ଲାଗି ଦେଶର ଆର୍ଥିକ ପ୍ରଗତିକୁ ତ୍ବରାନ୍ବିତ କରିବାର ଆବଶ୍ୟକ‌ତା ରହିଛି ।ଏହି ଲକ୍ଷ୍ୟ ହାସଲ ଲାଗି ଆମ ଦେଶରେ ପ୍ରଚଳିତ କର…

ଅଧିକ ବର୍ଷା ଥିବାରୁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା; ସୂଚନା ଦେଲେ ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ

ଅଧିକ ବର୍ଷା ଥିବାରୁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ।ସୂଚନା ଦେଲେ ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ। ଗଜପତି ଜିଲ୍ଲାରେ ୩/୪ଟି ବ୍ଲକ୍‌ରେ ଭୂସ୍ଖଳନ ଆଶଙ୍କା ।ରାୟଗଡ଼ା, ମାଲକାନଗିରିରେ ମଧ୍ୟ ଭୂସ୍ଖଳନ ଆଶଙ୍କା ରହିଛି । ପାହାଡ଼ ପାଦ ଦେଶରେ ଥିବା…

ଓଡ଼ିଶାରେ ଦୁର୍ବଳ ଅବସ୍ଥାରେ ପହଞ୍ଚିବ ‘ମନ୍ଥା’: ଆଇଏମଡି

ଧୀରେ ଧୀରେ ଉପକୂଳ ମୁହାଁ ହେଉଛି ବାତ୍ୟା ‘ମନ୍ଥା’। ଆନ୍ଧ୍ରପ୍ରଦେଶର ମଛିଲିପତନମ-କଳିଙ୍ଗପତନମ ମଧ୍ୟବର୍ତ୍ତୀ ଅଞ୍ଚଳ କାକିନାଡା ନିକଟରେ ଏହା ସ୍ଥଳଭାଗ ଛୁଇଁବ। ତେବେ ଓଡ଼ିଶାରେ ବାତ୍ୟା ପହଞ୍ଚିବା ବେଳକୁ ଦୁର୍ବଳ ହୋଇଯାଇଥିବ। ଭାରତ ପାଣିପାଗ ବିଭାଗ(ଆଇଏମଡି) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି…