ସରକାରଙ୍କ ବଡ଼ ନିଷ୍ପତ୍ତି , ରାତିରେ କାମ କରିବେ ମହିଳା
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୨୭ତମ ରାଜ୍ୟ କ୍ୟାବିନେଟ୍ ବୈଠକରେ ଓଡ଼ିଶା ସରକାର ଫ୍ୟାକ୍ଟ୍ରୀ ଆଇନ, ୧୯୪୮ ଓ ଓଡ଼ିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଆଇନ, ୧୯୫୬ରେ ସଂଶୋଧନକୁ ମଞ୍ଜୁରି ଦେଇଛନ୍ତି। ସଂଶୋଧନ ଅନୁଯାୟୀ, ମହିଳାମାନେ ଏବେ…
