ଓଡ଼ିଶା ଆଇଟି ନୀତି -୨୦୨୫ ଉପରେ ମୋହର ମାରିଲା ରାଜ୍ୟ କ୍ୟାବିନେଟ୍
ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ କହିଛନ୍ତି, ଓଡ଼ିଶାର ଡିଜିଟାଲ୍ ରୂପାନ୍ତରଣକୁ ଆଗେଇ ନେବା ଏବଂ ବୈଷୟିକ ଉଦ୍ଭାବନକୁ ପ୍ରୋତ୍ସାହିତ କରିବା ପାଇଁ ଏକ ରଣନୈତିକ ପଦକ୍ଷେପ ସ୍ବରୂପ ରାଜ୍ୟ ମନ୍ତ୍ରିମଣ୍ଡଳ ଓଡ଼ିଶା ଆଇଟି ନୀତି -୨୦୨୫କୁ…
