Category: ଭୁବନେଶ୍ବର

ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ୬୫୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କୋରାପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲ ଠାରେ ୨୮୦ କୋଟି ଟଙ୍କା ବ୍ୟୟରେ ୬୫୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟର ଉଦଘାଟନ କରିଛନ୍ତି ଏବଂ ଏହି ଅବସରରେ…

ଆସନ୍ତା ୧୩ରେ ରାଜ୍ୟ କ୍ୟାବିନେଟ

ଭୂବନେଶ୍ୱର,୦୯/୦୮ : ଅଗଷ୍ଟ ୧୩ ତାରିଖରେ ରାଜ୍ୟ କ୍ୟାବିନେଟ୍‌ର ୨୪ତମ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି କ୍ୟାବିନେଟ୍‌ ବୈଠକରେ ୭ ବିଭାଗର ୮ଟିରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଆସିପାରେ…

ଆସିଲା ‘ସୁଭଦ୍ରା’ ତୃତୀୟ କିସ୍ତି ଟଙ୍କା

ଭୂବନେଶ୍ୱର, ୦୯/୦୮ : ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ କୋରାପୁଟ ଜିଲ୍ଲା ଜୟପୁରରେ ସୁଭଦ୍ରାର ତୃତୀୟ କିସ୍ତି ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟର୧ କୋଟି ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ୫ ହଜାର କୋଟି ଟଙ୍କା ଯିବ…

ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଛାତ୍ରୀ

ଭୂବନେଶ୍ୱର, ୦୯/୦୮ : ଆଜି ହେଉଛି ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଭାଇ ଓ ଭଉଣୀଙ୍କ ଅତୁଟ ବନ୍ଧନର ସାକ୍ଷୀ ‘ରାକ୍ଷୀ’ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଛାତ୍ରୀମାନେ ରାକ୍ଷୀ ବାନ୍ଧିଛନ୍ତି । କୋରାପୁଟ ଜିଲ୍ଲା ଜୟପୁରସ୍ଥିତ…

ଭୁବନେଶ୍ୱରରେ ପ୍ରଥମ ଥର ପାଇଁ ଟାଇକନ ୨୦୨୫ ଆୟୋଜିତ

*ଭୁବନେଶ୍ୱରରେ ପ୍ରଥମ ଥର ପାଇଁ ଟାଇକନ ୨୦୨୫ ଆୟୋଜିତ* -ଉଦ୍ୟୋଗୀମାନଙ୍କୁ ସରକାରଙ୍କ ପୂର୍ଣ୍ଣ ସମର୍ଥନର ଆଶ୍ୱାସନା, ନବସୃଜନ ପାଇଁ ଆହ୍ୱାନ ଭୁବନେଶ୍ୱର: ୧୩ ବର୍ଷର ପ୍ରଭାବଶାଳୀ ଉପସ୍ଥିତି ପରେ ଟାଇ ଭୁବନେଶ୍ୱର ପକ୍ଷରୁ ଓଡ଼ିଶାର ରାଜଧାନୀରେ ଏକ ଜାତୀୟ ସ୍ତରୀୟ ଏବଂ…

ଓଡ଼ିଶା ବିଧାନସଭାର ନୂଆ ୱେବସାଇଟ୍ ଉଦ୍‌ଘାଟିତ

ଓଡ଼ିଶା ବିଧାନସଭାର ନୂଆ ୱେବସାଇଟ୍ ଉଦ୍‌ଘାଟିତ ଭୂବନେଶ୍ୱର: ଓଡ଼ିଶା ବିଧାନସଭାରେ ନୂଆ ୱେବସାଇଟ୍ର ଉଦ୍‌ଘାଟନ କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ଓଡିଶା ସରକାର NICT ବିଭାଗ ଓ ଭାରତ ସରକାର NIC ର ବୈଷୟିକ ପରାମର୍ଶ ଦ୍ୱାରା ଏହି ୱେବସାଇଟ…

ସ୍ତନ୍ୟପାନ ସମର୍ଥନରେ ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟ

ଭୁବନେଶ୍ଵର: ଆଜି ସ୍ଥାନୀୟ ଗୀତ ଗୋବିନ୍ଦ ସଦନରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ୨୦୨୫ ର ଶେଷ ଦିନରେ ରାଜ୍ୟ ସ୍ତରୀୟ ସମ୍ବର୍ଦ୍ଧନା ସମାରୋହ ଉତ୍ସବ ପାଳନ ହୋଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର , ଇଲେକ୍ଟ୍ରୋନିକ୍ସ…

ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ସମର୍ଥନ ଦେବନି ବିଜେଡି

ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ବିଜେଡି ସମର୍ଥନ ଦେବନି ବୋଲି ପୂର୍ବତନ ସାଂସଦ ମହେଶ ସାହୁ କହିଛନ୍ତି। ସେ କହିଛନ୍ତି, ଦଳ ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ କଦାପି ସମର୍ଥନ କରିବ ନାହିଁ। ଏନଡିଏ ଯେଉଁ ଯାହାଙ୍କୁ ଉପରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ…

ଭୁବନେଶ୍ବର AIIMSରେ ସିବିଆଇ ଚଢ଼ାଉ

ଭୁବନେଶ୍ୱର – ଭୁବନେଶ୍ବର ଏମ୍‌ସରେ ସିବିଆଇ ଚଢ଼ାଉ । ବିଭିନ୍ନ ପଦପଦବୀ ନିଯୁକ୍ତିରେ ବଡ଼ ଧରଣର ଘୋଟାଲା ନେଇ ଆଜି ସିବିଆଇ ଟିମ୍ ଭୁବନେଶ୍ୱର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥା (ଏମ୍‌ସ)ରେ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଛି। ଭୁବନେଶ୍ବର ଏମ୍‌ସ ସମେତ…

ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ ଡାକରା

ଭୂବନେଶ୍ୱର : ମୁଖ୍ୟମନ୍ତ୍ରୀ ଡାକିଲେ ଜରୁରୀକାଳୀନ ବୈଠକ । ଆଜି ଅପରାହ୍ନ ୩ ଟାରେ ଲୋକସେବା ଭବନରେ ବୈଠକ ଅନୁଷ୍ଠିତ ଅହେବ । ରାଜ୍ୟରେ ବଢୁଥିବା ଅପରାଧକୁ ନେଇ ମୁଖ୍ୟଶାସନ ସଚିବଙ୍କ ଉପସ୍ଥତିତିରେ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…