Category: ଭୁବନେଶ୍ବର

ଦିଲ୍ଲୀ ଯିବେ ମୋହନ-ମନମୋହନ: ବଢ଼ିଲା ମନ୍ତ୍ରିମଣ୍ଡଳ ବଦଳ ଚର୍ଚ୍ଚା

ମୋଦୀ-ମୋହନଙ୍କ ଭେଟକୁ ମାସେ ପୂରିନି, ଏବେ ପୁଣିଥରେ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହିତ ବିଜେପି ରାଜ୍ୟ ମୁଖିଆ ମନମୋହନ ସାମଲ ଦିଲ୍ଲୀ ଗସ୍ତରେ ଯାଉଛନ୍ତି । ଯାହା ପରେ ଚର୍ଚ୍ଚା…

ଓଡ଼ିଆରେ ନାମ ଫଳକ ବାଧ୍ୟତାମୂଳକ : ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର, ୦୮/୦୮ : ଓଡିଶାରେ ଓଡ଼ିଆରେ ବାଧ୍ୟତାମୂଳକ ହେଲା ନାମ ଫଳକ। ଯେକୌଣସି ଛୋଟ ହେଉ କି ବଡ଼ ସମସ୍ତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନରେ ଓଡ଼ିଆରେ ନେମ୍ ପ୍ଲେଟ୍ ବାଧ୍ୟତାମୂଳକ କଲେ ସରକାର। ଓଡିଆରେ ନାମଫଳକ ନଲେଖିଲେ ଦେବାକୁ ପଡ଼ିବ…

ମାଧୁରୀ ଦିକ୍ଷିତ ହେଲେ ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡଆମ୍ବାସଡର୍

ଭୂବନେଶ୍ଵର, ୦୮/୦୮ : ବଲିଉଡ୍ ଅଭିନେତ୍ରୀ ମାଧୁରୀ ଦିକ୍ଷିତ ଓଡ଼ିଶା ହସ୍ତତନ୍ତ ଶିଳ୍ପର ବ୍ରାଣ୍ଡ୍ ଆମ୍ବାସଡର୍ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଆୟୋଜିତ ଏକତା କାର୍ଯ୍ୟକ୍ରମ ଅବସରରେ ଏହି ଘୋଷଣା କରିଛନ୍ତି । ମାଧୁରୀ ଆଗାମୀ ଏକ…

ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ମର୍ଦ୍ଦରାଜଙ୍କ ପରଲୋକ

ଭୂବନେଶ୍ୱର, ଅଗଷ୍ଟ ୮ : ପୂର୍ବତନ ଉପବାଚସ୍ପତି ଓ ମନ୍ତ୍ରୀ ତଥା ଖଣ୍ଡପଡ଼ା ଗଡ଼ର ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କର ବୁଧବାର ବିଳମ୍ବିତ ରାତିରେ ପରଲୋକ ପରଲୋକ ହୋଇଯାଇଛି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ୭୦ ବର୍ଷ ବୟସରେ…

ନାଲକୋ ଆର୍ଥିକ ବର୍ଷ ୨୦୨୫ – ୨୬ ର ପ୍ରଥମ ତ୍ରୈମାସିକ ଫଳାଫଳ : ୭୭% ଅଭିବୃଦ୍ଧି ସହ ୧୦୬୪ କୋଟି ଟଙ୍କାର ନିଟ ଲାଭ

ଭୂବନେଶ୍ୱର, ୮/୮ : ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟ ଅଧିନସ୍ଥ ନବରତ୍ନ ଲୋକ ଉଦ୍ୟୋଗ ତଥା ଦେଶର ଅଗ୍ରଣୀ ଆଲୁମିନା ଏବଂ ଆଲୁମିନିୟମ ଉତ୍ପାଦକ ଏବଂ ରପ୍ତାନିକାରୀ, ନ୍ୟାସନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ଼ (ନାଲକୋ) ପକ୍ଷରୁ ଆର୍ଥିକ ବର୍ଷ ୨୦୨୫-୨୬ ର…

ଆଜି ରାଜ୍ୟବ୍ୟାପୀ କଂଗ୍ରେସ ପାଳିବ ବିଶ୍ୱ ଆଦିବାସୀ ଦିବସ

ଭୂବନେଶ୍ୱର,୦୮/୦୮: ଆଜି ରାଜ୍ୟ କଂଗ୍ରେସ କମିଟି ତରଫରୁ ବିଶ୍ୱ ଆଦିବାସୀ ଦିବସ ପାଳନ କରାଯିବ । ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶକ୍ରମେ ରାଜ୍ୟବ୍ୟାପୀ ଶୁକ୍ରବାର ଓ ଶନିବାର ଦୁଇ ଦିନ ଧରି ଏହି ଦିବସ ପାଳନ କରାଯିବ । ଏହି…

ଖୁବଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ; ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସର୍ବାଧିକ ୮୩୫୮ ପଦବୀ

ଖୁବଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ । ୧୦ ବିଭାଗର ଗ୍ରୁପ୍ ସି’ର ୨୨ ହଜାର ୮୯୬ ପଦବୀ ପୂରଣ ହେବ । ଅଗଷ୍ଟ ୩୧ ସୁଦ୍ଧା ନିଯୁକ୍ତି ପ୍ରକ୍ରିୟା ସାରିବାକୁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ । ବିଦ୍ୟାଳୟ…

ଜାତୀୟ ହସ୍ତତନ୍ତ ଦିବସରେ ଓଡ଼ିଶାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ: ଜନତା ମୈଦାନରେ ‘EKTA’ର ଶୁଭାରମ୍ଭ କଲେ ମାଧୁରୀ ଦୀକ୍ଷିତ

ଜାତୀୟ ହସ୍ତତନ୍ତ ଦିବସରେ ଓଡ଼ିଶାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ । ଜନତା ମୈଦାନରେ ‘EKTA’ର ଶୁଭାରମ୍ଭ କଲେ ମାଧୁରୀ ଦୀକ୍ଷିତ । ସ୍ବତନ୍ତ୍ର ଅତିଥି ଭାବେ ଯୋଗଦେଲେ ବଲିଉଡ୍ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମବାୟ ଓ ହସ୍ତତନ୍ତ…

୧୬୩୫ ନୂଆ ରାଜସ୍ବ ଗ୍ରାମର ସୀମା ପରିବର୍ତ୍ତନ, ଜାରି ହେଲା ନିର୍ଦ୍ଦେଶନାମା

ଭୂବନେଶ୍ୱର: ରାଜ୍ୟବାସୀଙ୍କୁ କିଭଳି ହାତ ପାଆନ୍ତାରେ ରାଜସ୍ବ ସେବା ମିଳିପାରିବ, ତାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବ୍‌ଶୀଘ୍ର ୧୬୩୫ଟି ନୂତନ ରାଜସ୍ବ ଗ୍ରାମର ସୀମା ପରିବର୍ତ୍ତନ କରାଯିବ। ଏହି ନୂତନ ରାଜସ୍ବ ଗ୍ରାମର ସୀମା ଯେଭଳି ପୁରୁଣା ଗ୍ରାମ…

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ : ଭିଜିଲାନ୍ସ ଜାଲରେ ଡ୍ରଗ୍ସ କଣ୍ଟ୍ରୋଲର ଅଫିସର

ଭୂବନେଶ୍ୱର, ୦୬/୦୮ : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ସମ୍ବଲପୁର ରାଜ୍ୟ ଡ୍ରଗ୍ସ ଟେଷ୍ଟିଂ ଲ୍ୟାବର ପ୍ରିନ୍ସିପାଲ ସାଇଣ୍ଟିଫିକ ଅଫିସର । ଦେବାଶିଷ ପଣ୍ଡାଙ୍କ ଘରେ ରେଡ ଚାଲିଛି । ସମ୍ୱଲପୁର ଘର ଓ ଅଫିସ୍ ସମେତ…